E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଖୋର୍ଦ୍ଧା, ରାଜ୍ୟ

୪ବର୍ଷର ପ୍ରତିଭା ସାଇସାଗର
1:22 pmJune 13, 2021

ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍‌.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ ପୁଅ ସାଇସାଗର। ବୟସ ୪ବର୍ଷ। ଗଁା ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠ ପଢୁଥିବା ସାଇ ସାଗରଙ୍କ ପ୍ରତିଭାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଚନାର ବିଷୟ ପାଲଟିଛି। ଘଣ୍ଟାଏ କି ଦୁଇ ଘଣ୍ଟା ନୁହେଁ ସେ ଏକ ସମୟରେ ୪ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ପାଣିରେ ପହଁରୁଛନ୍ତି। ଏମିତି କି ନଈରେ ପହଁରୁଛନ୍ତି। ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ୍ୟ। ଏଥିସହ ସେ ସୁନ୍ଦର ଭାବେ ସାଇକେଲ ଚଳାଉଛନ୍ତି। ତାଙ୍କ ନଁା ଯେମିତି କାର୍ଯ୍ୟ ମଧ୍ୟ ସେହିଭଳି ବୋଲି ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

ଜିଲା କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ଗନ୍ତାଘର ପାଲଟିଥିବା ବେଳେ ସାଇସାଗରଙ୍କ ଏଭଳି ପ୍ରତିଭା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହେଉଛନ୍ତି। ୪ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ପାଣିରେ ପହଁରିବା ସହ ନଦୀ ପାର ହେବା ପାଇଁ ନିଜ ଉଦ୍ୟମରେ ସାଙ୍ଗଙ୍କ ସହ ପ୍ରଶିକ୍ଷଣ ନେଉଛନ୍ତି। ଏନେଇ ସାଇସାଗର କୁହନ୍ତି, ବାପା, ବଡବାପା ଏବଂ ସମ୍ପର୍କୀୟଙ୍କ ସହିତ ପୋଖରୀରେ ଗାଧୋଇବାରେ ଆନନ୍ଦ ମିଳେ। ଏକ ବର୍ଷ ହେବ ସେମାନଙ୍କ ସହିତ ପୋଖରୀରେ ପହଁରିବା ଆରମ୍ଭ କରିଥିଲି। ପ୍ରଥମେ ଭୟ ଲାଗିଥିଲା। ଏବେ ସେମାନଙ୍କ ପ୍ରେରଣାରେ ବହୁ କିଛି ଶିକ୍ଷା ଲାଭ କରିଛି। ଆଗକୁ ପାଠପଢ଼ାକୁ ଗୁରୁତ୍ୱ ଦେବା ସହ ଭବିଷ୍ୟତରେ ଅଗ୍ନିଶମ ବିଭାଗରେ ଯୋଗଦେଇ ଲୋକଙ୍କ ସେବା କରିବାକୁ ଆଶା ରଖିଥିବା ସେ କହିଛନ୍ତି। ତାଙ୍କର ଏହି ସାହସିକତାକୁ ସ୍ଥାନୀୟ ଲୋକେ ପ୍ରଶଂସା କରିବା ସହ ଆଗକୁ ସେ ବହୁ ପ୍ରତିଭାର ଅଧିକାରୀ ହୋଇପାରିବେ ବୋଲି କହିଛନ୍ତି। ସୂଚନାଥାଉ କି, ୨୦୧୯ରେ ଏହି ଗ୍ରାମର ଦିବ୍ୟାଙ୍ଗ ନାବାଳକ ଜଗନ୍ନାଥ ମହାପାତ୍ର ଓରଫ ଜଗା ପାଇକ ଆଖଡ଼ା ଖେଳି ଜିଲାରେ ଆଲୋଡ଼ନ ସୃଷ୍ଟି କରିଥିଲେ। ସାଇସାଗରଙ୍କୁ ଉପଯୁକ୍ତ ସନ୍ତରଣ ତାଲିମ ପ୍ରଦାନ କରାଗଲେ ସେ ରାଜ୍ୟ ଓ ଗଁା ପାଇଁ ଗୌରବ ଆଣିବେ ବୋଲି ଗ୍ରାମବାସୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଖୋର୍ଦ୍ଧା, ରାଜ୍ୟ View All

‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ...

ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...

୨୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ...

ଅଳିଆ ଉଠାରେ ଅସହଯୋଗ

ଅନୁଗୋଳ ଅଫିସ, ୨୨ା୬- ଅନୁଗୋଳ ସହର ସଫେଇ ନେଇ ଦେଖାଦେଇଥିବା ବିବାଦର ସମାଧାନ ଏଯାଏ ହୋଇପାରି ନାହିଁ। ସଫେଇ କର୍ମଚାରୀ ସଂଘ ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ

ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ...

ବଜ୍ରପାତ ନେଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼ ଅଫିସ୍‌,୧୩।୬: ବଜ୍ରପାତ ଯୋଗୁ ବରଗଡ଼ ସହରରେ ଜଣେ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସହରର ବିଶିପଡ଼ାର କାଳୁ ବାଗ ବୋଲି ଜଣାପଡ଼ିଛି।...

ଭିଡ଼ କଲେ, ବୋହିନେଲେ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ...

ପେଟ୍ରୋଲ ୨୫, ଡିଜେଲ ୨୮ ପଇସା ବଢ଼ିଲା

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ନିୟନ୍ତ୍ରଣକୁ ଆସିପାରୁନାହିଁ। ବୁଧବାର ପେଟ୍ରୋଲ ଲିଟର ପିଛା ୨୫ ପଇସା ବଢ଼ି ୯୬.୩୦ ଟଙ୍କା ଛୁଇଁଛି। ସେହିଭଳି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା
Next Post Next post:
ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts