E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
10:43 amJune 14, 2021

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୫୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪୭୫ଜଣ ଚିହ୍ନଟ ହୋଇଥିବା ବେଳେ ୧୮୬୪ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୦୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୦ ଏବଂ ବାଲେଶ୍ୱରରୁ ୨୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨୨୬, ବରଗଡ଼ ୬୮, ଭଦ୍ରକ ୨୦୯, ବଲାଙ୍ଗୀର ୫୩, ବୌଦ୍ଧ ୫୪, ଦେବଗଡ଼ ୨୬, ଢେଙ୍କାନାଳ ୧୪୪, ଗଜପତି ୩୬ ଗଞ୍ଜାମ ୨୯, ଜଗତସିଂହପୁର ୧୪୩, ଯାଜପୁର ୨୦୭, ଝାରସୁଗୁଡ଼ା ୧୩, କଳାହାଣ୍ଡି ୬୨, କନ୍ଧମାଳ ୬୨, କେନ୍ଦ୍ରାପଡ଼ା ୧୮୧, କେନ୍ଦୁଝର ୯୨, କୋରାପୁଟ ୬୫, ମାଲକାନଗିରି ୫୦, ମୟୂରଭଞ୍ଜ ୧୫୮, ନବରଙ୍ଗପୁର ୭୮, ନୟାଗଡ଼ ୧୪୯, ନୂଆପଡ଼ା ୧୪, ପୁରୀ ୨୫୫, ରାୟଗଡ଼ା ୬୪, ସମ୍ବଲପୁରରୁ ୫୪, ସୋନପୁର ୮୪ ଏବଂ ସୁନ୍ଦରଗଡ଼ରୁ ୧୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୦୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୫୬,୧୨୧ରେ ପହଞ୍ଚିଥିବା ବେଳେ ୭,୯୬,୭୯୯ଜଣ ସୁସ୍ଥ ହୋଇଛନ୍ତି। ୫୫,୯୨୩ ଜଣ ଚିକିିତ୍ସିତ ହେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି...

ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍‌ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ’ ସମ୍ମାନ...

ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ

ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

ବଜାର ବନ୍ଦ, ସରକାର ନେଉନାହାନ୍ତି

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ

ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି...

ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ

ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ
Next Post Next post:
ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts