E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
10:43 amJune 14, 2021

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୫୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪୭୫ଜଣ ଚିହ୍ନଟ ହୋଇଥିବା ବେଳେ ୧୮୬୪ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୦୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୦ ଏବଂ ବାଲେଶ୍ୱରରୁ ୨୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨୨୬, ବରଗଡ଼ ୬୮, ଭଦ୍ରକ ୨୦୯, ବଲାଙ୍ଗୀର ୫୩, ବୌଦ୍ଧ ୫୪, ଦେବଗଡ଼ ୨୬, ଢେଙ୍କାନାଳ ୧୪୪, ଗଜପତି ୩୬ ଗଞ୍ଜାମ ୨୯, ଜଗତସିଂହପୁର ୧୪୩, ଯାଜପୁର ୨୦୭, ଝାରସୁଗୁଡ଼ା ୧୩, କଳାହାଣ୍ଡି ୬୨, କନ୍ଧମାଳ ୬୨, କେନ୍ଦ୍ରାପଡ଼ା ୧୮୧, କେନ୍ଦୁଝର ୯୨, କୋରାପୁଟ ୬୫, ମାଲକାନଗିରି ୫୦, ମୟୂରଭଞ୍ଜ ୧୫୮, ନବରଙ୍ଗପୁର ୭୮, ନୟାଗଡ଼ ୧୪୯, ନୂଆପଡ଼ା ୧୪, ପୁରୀ ୨୫୫, ରାୟଗଡ଼ା ୬୪, ସମ୍ବଲପୁରରୁ ୫୪, ସୋନପୁର ୮୪ ଏବଂ ସୁନ୍ଦରଗଡ଼ରୁ ୧୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୦୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୫୬,୧୨୧ରେ ପହଞ୍ଚିଥିବା ବେଳେ ୭,୯୬,୭୯୯ଜଣ ସୁସ୍ଥ ହୋଇଛନ୍ତି। ୫୫,୯୨୩ ଜଣ ଚିକିିତ୍ସିତ ହେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ...

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ...

ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

ଭୁବନେଶ୍ୱର,୩।୬: କୋଭିଡ୍‌ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍‌, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍‌ ଦ ଆମେରିକା ହେଲ୍‌ଥ ଆଣ୍ଡ...

ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍‌ଡାଉନ ଅବଧିକୁ...

ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା...

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...

ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର

ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି...

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ
Next Post Next post:
ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts