E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
9:54 amJune 10, 2021

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୧୬୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ଜଣ ପ୍ରାଣ ହରାଇଥିବା ବେଳେ ଅନୁଗୋଳ, କଟକ, ବରଗଡ଼ ଓ ଝାରସୁଗୁଡ଼ା ଜିଲାରୁ ୪ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗୀର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୟୁରଭଞ୍ଜରୁ ୨ଜଣଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବୌଦ୍ଧ, ଢ଼େଙ୍କାନାଳ, ଦେବଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ...

ଚାକିରି ଆଳରେ ଠକେଇ ର଼୍ୟାକେଟ ସକ୍ରିୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): କରୋନା କାଳରେ ଆଉଏକ କାଳ ସାଜିଛି ଠକେଇ। ପାଦେ ପାଦେ ସତର୍କ ନ ରହିଲେ ଠକଙ୍କ ଫାଶରେ ପଡ଼ିବା ନିଶ୍ଚିତ। ଅନେକେ ଚାକିରି ଓ...

ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍‌ଟ୍ରେଟର

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର  ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍‌ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଓଏଏସ୍‌ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି...

ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ...

ରାଇସମିଲ୍‌ ବର୍ଜ୍ୟବସ୍ତୁରେ ଲୋକେ ଅତିଷ୍ଠ

ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲା ରେମୁଣା ବ୍ଲକ କୁରୁଡ଼ାସ୍ଥିତ ରାଇସମିଲରୁ ବାହାରୁଥିବା ବର୍ଜ୍ୟବସ୍ତୁରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଛନ୍ତି। ଲୋକେ ଗୁରୁବାର ମିଲ୍‌ ଗେଟ୍‌ରେ ତାଲା ପକାଇ...

୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାତ୍ୟା ଚିହ୍ନଟ ପ୍ରଯୁକ୍ତି ବିକଶିତ କଲେ ଓଡ଼ିଆ ବୈଜ୍ଞାନିକ
Next Post Next post:
କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍‌ କର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts