ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮ ବର୍ଷ ହୋଇଥିଲା। କିଛି ସପ୍ତାହ ତଳେ ସେ କୋଭିଡ୍ରୁ ଆରୋଗ୍ୟ ଲାଭ କରିଥିଲେ। ଶୁକ୍ରବାର ସକାଳେ ସେ ସାଇକେଲ ଚଳାଉଥିବାବେଳେ ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥିଲା। ତାଙ୍କୁ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।
ସେ ୧୯୯୪ରେ ଆମାଡେଅସ ବ୍ରାଣ୍ଡକୁ ଭାରତୀୟ ଉପ ମହାଦେଶକୁ ଆଣିଥିଲେ। ଏହା ଏବେ ଟ୍ରାଭେଲ ଏଜେଣ୍ଟ ଓ ବିମାନ ସେବା ପାଇଁ ଟ୍ରାଭେଲ ଟେକ୍ନୋଲୋଜି ଯୋଗାଉଛି। ୨୦୧୯ରେ ଆମାଡେଅସ ବ୍ରାଣ୍ଡ ସଫଳତାର ସହ ୨୫ ବର୍ଷ ପୂରା କରିଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.