କେସିଙ୍ଗା,୧୪।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର କୋଭିଡ୍ ନିୟମ ଉଲ୍ଲଘଂନ ନେଇ ୫ଟି ଦୋକାନକୁ ସୋମବାର ଏନ୍ଏସି ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଉକ୍ତ ୫ ଟି ଦୋକାନକୁ ଏନ୍ଏସିର ନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନେତୃତ୍ୱରେ ଚଢ଼ାଉ କରି ସିଲ କରା ଯାଇଥିବା ଜଣାପଡ଼ିଛି। ଏଥିରେ କେସିଙ୍ଗା ଅତିରିକ୍ତ ଥାନା ଅଧିକାରିଣୀ ଗୀତାଞ୍ଜଳି ପ୍ରଧାନ ଓ ଏନ୍ଏସି କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.