E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ
11:01 pmJune 14, 2021

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ ୫ ବର୍ଷର ଶିଶୁ ୧୫୦ ଫୁଟ ଗଭୀର ବୋର୍‌ଓ୍ବେଲ୍‌କୁ ଖସିପଡ଼ିଥିଲା। ଦୀର୍ଘ ୮ଘଣ୍ଟାର ଧରି ଚାଲିଥିଲା ଉଦ୍ଦାର କାର୍ଯ୍ୟ। ବୋର୍‌ଓ୍ବେଲ୍‌ ଭିତରକୁ ଛଡ଼ାଯାଇଥିଲା ଅକ୍ସିଜେନ୍‌ । ଶେଷରେ ଶିଶୁଟିକୁ ଉଦ୍ଧାର କରିଥିଲେ ଏସ୍‌ଡିଆର୍‌ଏଫ୍‌ ଟିମ୍‌ ଓ ସ୍ଥାନୀୟ ପୋଲିସ। ଶିବ ନାମକ ଏହି ଶିଶୁଟି ସୁସ୍ଥ ଥିବା ବେଳେ ଅଧିକ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଭାରତୀୟ ବୁଲେଟ୍‌ ପ୍ରୁଫ୍‌ ଜେସିବି ମେସିନ୍‌ ଊପରେ ଆଖିବୁଜା ଗୁଳିମାଡ଼…

ଶ୍ରୀନଗର,୨।୬: ଗତ ୪ ମାସ ମଧ୍ୟରେ ଜମ୍ମୁ-କଶ୍ମୀରରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଆରନିଆ ସେକ୍ଟରର ବିକ୍ରମ ପୋଷ୍ଟ୍‌ ଅଞ୍ଚଳରେ ଭାରତୀୟ ସେନା ପକ୍ଷରୁ...

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...

୫୩ ଦିନ ପରେ ମୃତ୍ୟୁ ସଂଖ୍ୟା ୨ ହଜାର ତଳକୁ ଖସିଲା

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ଏଲ୍‌ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର

ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍‌ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍‌ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ...

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍‌...

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା...

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ

ଡେରାଡୁନ୍‌,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍‌
Next Post Next post:
କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts