E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ
1:23 pmJune 14, 2021

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉନି। ଦ୍ୱିତୀୟ ଲହର ସମୟରେ ସାରାଦେଶରେ ସ୍ବାସ୍ଥ୍ୟ ସୁବିଧାର ଘୋର ଅଭାବ ଦେଖାଯାଇଥିବା ବେଳେ ଅନେକ ହସ୍ପିଟାଲରେ ଶଯ୍ୟା, ଔଷଧ ଓ ଅକ୍ସିଜେନର ସମସ୍ୟା ଦେଖାଦେଇଥିଲା। ଯାହାଫଳରେ କରୋନାରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଦ୍ୱିତୀୟ ଲହରରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମହାମାରୀର ତୃତୀୟ ଲହର ମଧ୍ୟ ଆସିବା ନେଇ ଆଶଙ୍କା କରାଯାଉଛି। ଏଥିପାଇଁ କେନ୍ଦ୍ର ସରକାର ଏହାର ମୁକାବିଲା ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିସାରିଲେଣି। ଆଗାମୀ ୨ରୁ ୩ ମାସ ମଧ୍ୟରେ ସାରାଦେଶରେ କେନ୍ଦ୍ର ସରକାର ୫୦ ଇନୋଭେଟିଭ୍‌ ମଡ୍ୟୁଲାର ହସ୍ପିଟାଲ ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ୫୦ ମଡ୍ୟୁଲାର ହସ୍ପିଟାଲଗୁଡ଼ିକରେ ଆଇସିୟୁ ସହିତ ୧୦୦ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣ କରାଯିବ। ୩ସପ୍ତାହରେ ତିଆରି ହେବାକୁ ଥିବା ଏହି ହସ୍ପିଟାଲରେ ପ୍ରାୟ ୩କୋଟି ଟଙ୍କା ବ୍ୟୟ ହେବ। ସାରା ଦେଶରେ ଏହା ୬ରୁ ୭ ସପ୍ତାହ ମଧ୍ୟରେ ଏହା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟକ୍ଷମ ହେବ ବୋଲି ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଧାରଣା ଦେଲେ ପରିବାର

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା...

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା...

କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି

ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ...

ସିଂଘଓ୍ବି ରାମଦେବ ମୁହାଁମୁହିଁ

ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ...

ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌କୁ ଅନୁମତି

ପୁଣେ, ୫।୬: ରୁଷିଆ ଦ୍ୱାରା ବିକଶିତ କୋଭିଡ୍‌ ଟିକା ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)କୁ ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ...

ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…

ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…
Next Post Next post:
ଏଲିଅନ୍‌ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts