E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ
11:03 amJune 25, 2021

ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧ଲକ୍ଷ ୩୪ ହଜାର ୪୪୫ରେ ପହଞ୍ଚିଥିବାବେଳେ ୬,୧୨, ୮୬୮ଟି ଆକ୍ଟିଭ୍‌ କେସ୍‌ ରହିଛି।

ସେହିପରି ଆଜି ଦିନକରେ ୧୩୨୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ୍‌ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୯୩,୩୧୦ ରହିଛି।

୨,୯୧,୨୮,୨୬୭ ଜଣ କରୋନାରୁ ସୁସ୍ଥ ହେଇଥିବା ବେଳେ ଦେଶରେ ଏପର୍ଯ୍ୟନ୍ତ ୩୦,୭୯,୪୮,୭୪୪ ଜଣ ଲୋକ ଟିକା ନେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ର...

୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...

ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା

ଲକ୍ଷ୍ନୌ, ୩।୬: ଲୋକସଂଖ୍ୟା ଓ ଆକାର ଦୃଷ୍ଟିରୁ ଦେଶର ସବୁଠୁ ବଡ଼ ରାଜ୍ୟରେ ଟିକାକରଣ ପାଲଟିଛି ଏକ ବଡ଼ ଚ୍ୟାଲେଞ୍ଜ। ରାଜ୍ୟର ଗ୍ରାମାଞ୍ଚଳରେ ଲୋକଙ୍କୁ ଟିକାକରଣ...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...

କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା...

ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି

ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ...

କୁଶଳୀ ହେବେ ଲକ୍ଷେ କୋଭିଡ୍‌ ଯୋଦ୍ଧା

ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍‌ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ
Next Post Next post:
ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts