ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧ଲକ୍ଷ ୩୪ ହଜାର ୪୪୫ରେ ପହଞ୍ଚିଥିବାବେଳେ ୬,୧୨, ୮୬୮ଟି ଆକ୍ଟିଭ୍ କେସ୍ ରହିଛି।
ସେହିପରି ଆଜି ଦିନକରେ ୧୩୨୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ୍ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୯୩,୩୧୦ ରହିଛି।
୨,୯୧,୨୮,୨୬୭ ଜଣ କରୋନାରୁ ସୁସ୍ଥ ହେଇଥିବା ବେଳେ ଦେଶରେ ଏପର୍ଯ୍ୟନ୍ତ ୩୦,୭୯,୪୮,୭୪୪ ଜଣ ଲୋକ ଟିକା ନେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.