E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ
2:46 pmJune 2, 2021

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟି କୋଟି ଲୋକ ଆକ୍ରାନ୍ତ ହୋଇସାରିଛନ୍ତି। ଏହି କଠିନ ପରିସ୍ଥିତିରେ ସମ୍ମୁଖ ଯୋଦ୍ଧା ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ ନିଜର ଜୀବନକୁ ବାଜି ଲଗାଇ ଲୋକଙ୍କ ଚିକିତ୍ସାରେ ଲାଗିପଡ଼ିଛନ୍ତି। ତେବେ କରୋନାର ଦ୍ୱିତୀୟ ଲହର ଅତ୍ୟନ୍ତ ଭୟଙ୍କର ହୋଇଥିବା ବେଳେ ଏଥିଯୋଗୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। କରୋନାର ଦ୍ୱିତୀୟ ଲହରରେ ଦେଶରେ ପ୍ରାୟ ୫୯୪ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏନେଇ ଇଣ୍ଡିଆନ ମେଡିକାଲ ଆସୋସିଏସନ(ଆଇଏମ୍‌ଏ)ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ବିଭିନ୍ନ ରାଜ୍ୟରୁ ମୃତ୍ୟୁ ହୋଇଥିବା ଡାକ୍ତରଙ୍କ ଏକ ତାଲିକା ପ୍ରସ୍ତୁତ କରିଛି ଆଇଏମ୍‌ଏ। ସୂଚନା ମୁତାବକ ସର୍ବାଧିକ ଡାକ୍ତରଙ୍କ ମୃତ୍ୟୁ ଦିଲ୍ଲୀରେ ହୋଇଥିବା ବେଳେ ଏହାର ସଂଖ୍ୟା ୧୦୭ ରହିଛି। ସେହିପରି ବିହାରରେ ୯୬, ଉତ୍ତରପ୍ରଦେଶ ୬୭, ରାଜସ୍ଥାନ ୪୩, ଝାଡ଼ଖଣ୍ଡ ୩୯, ଗୁଜରାଟ ୩୧, ତେଲେଙ୍ଗାନା ୩୨, ପଶ୍ଚିମବଙ୍ଗ ୨୫, ତାମିଲନାଡ଼ୁ ୨୧, ଓଡ଼ିଶା ୨୨, ମହାରାଷ୍ଟ୍ରରେ ୧୭ ଓ ମଧ୍ୟପ୍ରଦେଶ ୧୬ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ନେଇ ଆଇଏମ୍‌ଏ ପକ୍ଷରୁ ସୂଚନା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

ଭୁବନେଶ୍ୱର,୩।୬: କୋଭିଡ୍‌ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍‌, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍‌ ଦ ଆମେରିକା ହେଲ୍‌ଥ ଆଣ୍ଡ...

ପୁଣି ରାଜ୍ୟ ହେବ ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୨୪।୬: ଜମ୍ମୁ-କଶ୍ମୀର ପୁଣି ଥରେ ରାଜ୍ୟ ଭାବେ ପରିଗଣିତ ହେବ। ଏ ନେଇ ଉଚିତ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ବର୍ତ୍ତମାନ ଦୁଇ କେନ୍ଦ୍ର ଶାସିତ...

ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ

ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ...

ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୫।୬: ଟୁଇଟର୍‌ ଏବେ ବିବାଦରେ ଘେରରେ ପଡ଼ିଛି। ପୂର୍ବରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନିୟମ ପାଳନ କରିବା ନେଇ ଟୁଇଟୁର ବିବାଦରେ ରହିଥିବାବେଳେ...

ଆନ୍ଧ୍ର ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ...

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର...

ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା

ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …
Next Post Next post:
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଭାରତୀୟ ବୁଲେଟ୍‌ ପ୍ରୁଫ୍‌ ଜେସିବି ମେସିନ୍‌ ଊପରେ ଆଖିବୁଜା ଗୁଳିମାଡ଼…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts