ନୂଆଦିଲ୍ଲୀ: ଆଗାମୀ ଦିନରେ ଆସିବାକୁ ଥିବା ୫ଜି ଟେକ୍ନୋଲୋଜି ସୁରକ୍ଷିତ। ସ୍ବାସ୍ଥ୍ୟ ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ। ବର୍ତ୍ତମାନ ଭ୍ରାନ୍ତ ଧାରଣା ଏବଂ ଗୁଜବ ସୃଷ୍ଟି ହୋଇଛି। କୌଣସି ଗୁଜବ ଉପରେ ବିଶ୍ୱାସ ନ କରିବାକୁ ଟେଲିକମ୍ ଶିଳ୍ପ ସଂଘ ସେଲ୍ୟୁଲାର ଅପରେଟର୍ସ ଆସୋସିଏଶନ ଅଫ୍ ଇଣ୍ଡିଆ (ସିଓଏଆଇ) ପକ୍ଷରୁ ଲୋକମାନଙ୍କୁ ନିବେଦନ କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି, ୫ଜିକୁ ନେଇ ସବୁ ପ୍ରକାରର ପରୀକ୍ଷା ନିରୀକ୍ଷା କରାଯାଇଛି। ଏହା ଲୋକଙ୍କୁ କୌଣସି କ୍ଷତି ପହଞ୍ଚାଇବ ନାହିଁ। ୫ଜି ଟେକ୍ନୋଲୋଜି ଆସିଲେ ଏହା ଗେମ୍ ଚେଞ୍ଜର ସାବ୍ୟସ୍ତ ହେବ।
ମେ’ରେ ବ୍ୟବହାର ହୋଇଛି ୧୭% ଟିକା
ନୂଆଦିଲ୍ଲୀ,୧୩।୬: ସାରା ଦେଶ କୋଭିଡ୍ ମହାମାରୀ ଭୟରେ ଦିନ କାଟୁଛନ୍ତି। କୋଭିଡ୍ ଟିକା ନେବା ଦ୍ୱାରା ମହାମାରୀରୁ କିଛି ମାତ୍ରାରେ ସୁରକ୍ଷିତ ରହିପାରିବା ବୋଲି କୁହାଯାଇଛି।...
ଏଫ୍ପିଆଇଙ୍କ ନିବେଶ ୮ ହଜାର କୋଟି
ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ) ୮ ହଜାର କୋଟି ଟଙ୍କାର ନିବେଶ କରିଛନ୍ତି। ଗତ ୪ କାରବାର ସେସନରେ ଏଭଳି ନିବେଶ...
ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍ଡିଆଇ ସୀମା ବଢ଼ିପାରେ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍ଡିଆଇ) ନିୟମ ପ୍ରତିବନ୍ଧକ...
୧୩୪ କୋଟିର ବ୍ୟାଙ୍କ ଠକେଇ
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...
ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ
ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଆୟୋଜିତ ଭର୍ଚୁଆଲ ପ୍ଲାଟଫର୍ମରେ ବିଶ୍ୱ ପରିବେଶ...
ରିଲାଏନ୍ସ ବୋର୍ଡରେ ରହିପାରେ ସାଉଦି ଆରାମକୋ
ନୂଆଦିଲ୍ଲୀ: ରିଲାଏନ୍ସ ବୋର୍ଡରେ ସାଉଦି ଆରାମକୋର ଅଧ୍ୟକ୍ଷ ସାମିଲ ହୋଇପାରନ୍ତି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏବଂ ସାଉଦି ଆରାମକୋ ମଧ୍ୟରେ ୧୫ ବିଲିୟନ ଡଲାରର ମେଗାଡିଲକୁ ନେଇ...
କାର୍ଯ୍ୟକାରୀ ଅପେକ୍ଷାରେ ଶ୍ରମ କୋଡ୍
ନୂଆଦିଲ୍ଲୀ: ଆଗାମୀ କିଛି ମାସରେ ୪ ଶ୍ରମ କୋଡ୍ ବିଲ୍ ଦେଶ ମଧ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ଆଇନକୁ ଲାଗୁ କରାଇବା ଲାଗି କେନ୍ଦ୍ର ସରକାର...
ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ
ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ...


