ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି ସୋସାଇଟି ଜୁନ୍ ୮ ବିଶ୍ୱ ମହାସାଗର ଦିବସ ଅବସରରେ ଦକ୍ଷିଣ ମହାସାଗରକୁ ୫ମ ଓସେନ୍ ଭାବେ ଚିହ୍ନଟ କରିଛି। ପୂର୍ବରୁ ନ୍ୟାଶନାଲ ଜିଓଗ୍ରାଫି ମ୍ୟାପ୍ ପ୍ରସ୍ତୁତ କାରୀ ଆଟଲାଣ୍ଟିକ୍, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର ଏବଂ ଆର୍କଟିକ୍କୁ ମହାସାଗର ବୋଲି ମାନ୍ୟତା ପ୍ରଦାନ କରିଥିଲା। ସଦର୍ନ ଓସେନ୍ର ପାଣି ଆଣ୍ଟାର୍କଟିକାରୁ ୬୦ ଡିଗ୍ରୀ ଅକ୍ଷାଂଶ ରେଖାକୁ ବିସ୍ତୃତ ହୋଇଥିବାରୁ ଆମେରିକା ବୋର୍ଡ ଏହାକୁ ପୂର୍ବରୁ ଚିହ୍ନଟ କରିଥିଲା।
Posted inଅନ୍ତର୍ଜାତୀୟ, ଫୁରସତ View All
ବର ମଦନିଶାରେ ଶାଶୁଙ୍କୁ ପିନ୍ଧାଇଲେ ବରଣମାଳା…
ମୁମ୍ବାଇ,୫।୬:ଏବେ ସୋସିଆଲ୍ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍ ଥିବା ବର ବିଚରା କନ୍ୟା ବଦଳରେ...
୧୦୦ କୋଟି ଡୋଜ୍ ଟିକା ଦେବ ଜି ୭
କାର୍ବିସ୍ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍ ଟିକା...
୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ: ସୌଭାଗ୍ୟ ପ୍ରାପ୍ତି ପାଇଁ କରନ୍ତୁ ଏପରି…
ନୂଆଦିଲ୍ଲୀ,୯।୬: ଜୁନ୍ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଦୀର୍ଘ ୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ ଗୁରୁବାର...
୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...
ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍: ଆଇସିଇଆର୍…
ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍ମାନେ ୟୁଏଫ୍ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...
ଏଲ୍ ସାଲଭେଡରରେ ବୈଧ ହେବ ବିଟ୍କଏନ
ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ୍କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍...
‘ସେବାରୁ ଆତ୍ମତୃପ୍ତି’
୧୯୯୯ ମସିହା ମହାବାତ୍ୟା ସମୟରେ ସହାୟତାର ହାତ ବଢ଼ାଇଥିଲେ ଦେଶ ବିଦେଶର ବହୁ ସଂସ୍ଥା। ଏଥିରେ ଚେନ୍ନାଇସ୍ଥିତ ଉତ୍କଳ ଆସୋସିଏଶନ ସହ ସତ୍ସଙ୍ଗ ସାମିଲ ହୋଇଥିଲା।...
ଆକାଶବାଣୀ ଉପସ୍ଥାପକ ଶଙ୍କର୍ଷଣ ମଙ୍ଗରାଜ
ଦିନଥିଲା ଯେତେବେଳେ ସକାଳୁ ସକାଳୁ ଆକାଶବାଣୀ କଟକ କେନ୍ଦ୍ରରୁ ବନ୍ଦନା କାର୍ଯ୍ୟକ୍ରମ ପରେ ପରେ ଏକ ସୁମଧୁର ଧୂନ୍ ବାଜିଉଠୁଥିଲା ତା’ପରେ ଆନାଉନ୍ସର କହୁଥିଲେ-ଏଥର ଶୁଣନ୍ତୁ...


