ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି ସୋସାଇଟି ଜୁନ୍ ୮ ବିଶ୍ୱ ମହାସାଗର ଦିବସ ଅବସରରେ ଦକ୍ଷିଣ ମହାସାଗରକୁ ୫ମ ଓସେନ୍ ଭାବେ ଚିହ୍ନଟ କରିଛି। ପୂର୍ବରୁ ନ୍ୟାଶନାଲ ଜିଓଗ୍ରାଫି ମ୍ୟାପ୍ ପ୍ରସ୍ତୁତ କାରୀ ଆଟଲାଣ୍ଟିକ୍, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର ଏବଂ ଆର୍କଟିକ୍କୁ ମହାସାଗର ବୋଲି ମାନ୍ୟତା ପ୍ରଦାନ କରିଥିଲା। ସଦର୍ନ ଓସେନ୍ର ପାଣି ଆଣ୍ଟାର୍କଟିକାରୁ ୬୦ ଡିଗ୍ରୀ ଅକ୍ଷାଂଶ ରେଖାକୁ ବିସ୍ତୃତ ହୋଇଥିବାରୁ ଆମେରିକା ବୋର୍ଡ ଏହାକୁ ପୂର୍ବରୁ ଚିହ୍ନଟ କରିଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.