E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ
9:57 pmJune 16, 2021

ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ ଘଟିଛି ଏଭଳି ବର୍ବର କାଣ୍ଡ। ଏହି ଘଟଣାରେ ବୃଦ୍ଧାଙ୍କ ପଡୋଶୀଙ୍କୁ ଗିରଫ କରିଛି ପୋଲିସ। ମିଳିଥିବା ସିସିଟିଭି ଫୁଟେଜରେ ୩୦ ବର୍ଷୀୟ ଅଭିଯୁକ୍ତ ଶେଷ ବ୍ୟକ୍ତି ଭାବେ ପୀଡ଼ିତାଙ୍କ ଘରେ ପଶିଥିଲେ।

ପଚରାଉଚୁରା ବେଳେ ବଳାତ୍କାର ପରେ ନିଜକୁ ବଞ୍ଚାଇବା ପାଇଁ ବୃଦ୍ଧାଙ୍କୁ ଛୁରି ଭୁଷି ହତ୍ୟା କରିଥିବା ସ୍ବୀକାର କରିଛନ୍ତି ଅଭିଯୁକ୍ତ। ଅପରାଧ ଘଟାଇବା ସମୟରେ ଅଭିଯୁକ୍ତ ମଦ ନିଶାରେ ଥିଲେ। ପୀଡ଼ିତା ଜଣେ ପରିବା ବିକାଳି। ତାଙ୍କ ୩୩ ବର୍ଷୀୟ ପୁଅ ନୋଏଡାର ଏକ ବେସରକାରୀ କମ୍ପାନୀରେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଛନ୍ତି। ଆଉ ୧୩ ବର୍ଷୀୟ ନାତି ସହ ପୀଡ଼ିତା ରହୁଥିଲେ। ପୀଡ଼ିତାଙ୍କ ପୁଅ ଘରକୁ ଫେରିବା ପରେ ରକ୍ତ ଜୁଡ଼ୁବୁଡୁ ଅବସ୍ଥାରେ ମା’ଙ୍କ ମୃତଦେହ ଦେଖିବା ପରେ ପୋଲିସକୁ ସୂଚନା ଦେଇଥିଲେ। ୪ରୁ ୫ ଘଣ୍ଟା ମଧ୍ୟରେ ପ୍ରାଥମିକ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା।

ବୃଦ୍ଧାଙ୍କ ବେକ କଟାଯିବା ସହ ଛାତି ଓ ପେଟରେ ୮ରୁ ୧୦ ଗଭୀର କ୍ଷତ ଚିହ୍ନ ରହିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ବୋଲି ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ

ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...

୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...

ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍‌ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା...

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ...

କେବେ ଦେଖିଛନ୍ତି କି ଏଭଳି ସଡ଼କ ଦୁର୍ଘଟଣା? କାର୍‌ ହେଲା ଦୁଇଫାଳ; ଫଟୋ ଭାଇରାଲ ପରେ..

ନୂଆଦିଲ୍ଲୀ,୧୫।୬: ଯାନବାହାନ ଚଳାଇବା ଅସାବଧାନତା ଦୁର୍ଘଟଣାର କାରଣ ପାଲଟିଥାଏ। ଏହାର ଅନେକ ଘଟଣା ପ୍ରତ୍ୟେହ ଦେଖିବାକୁ ମିଳୁଥିବା ବେଳେ କିଛିକୁ ଦେଖିଲେ ଭୟ ଲାଗିଥାଏ। ବିଶେଷକରି...

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...

ସ୍ଫୁଟନିକ୍‌ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ

ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ
Next Post Next post:
ମୁଁ ସିଂହର ପୁଅ: ଚିରାଗ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts