E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ
8:48 amJune 7, 2021

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର ବନ୍ଦ ପଡ଼ିଛି। ରାଜ୍ୟରେ ଏବେ ବି ଟିକା ସମସ୍ୟା ଲାଗି ରହିଛି। ଓଡ଼ିଶା ସରକାର ବିଭିନ୍ନ ସମୟରେ କେନ୍ଦ୍ରକୁ ଟିକା ମାଗୁଛନ୍ତି। କିନ୍ତୁ ଉଚିତ୍‌ ସମୟରେ ତାହା ମିଳି ପାରୁ ନ ଥିବାରୁ ଟିକାକରଣରେ ବାଧା ସୃଷ୍ଟି ହେଉଛି। ମିଳିଥିବା ସୂଚନାନୁସାରେ, କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟକୁ ଏପର୍ଯ୍ୟନ୍ତ ୮୩,୦୨,୧୪୪ ଡୋଜ୍‌ ଟିକା ଆସିଥିବାବେଳେ ହିତାଧିକାରୀଙ୍କୁ ୭୪,୨୦,୨୪୪
ଡୋଜ୍‌ ଟିକା ଦିଆଯାଇଛି। ତେବେ ସବୁଠାରୁ ଚିନ୍ତାଜ୍ଜନକ କଥା ହେଉଛି, ରାଜ୍ୟରେ ଅଦ୍ୟାବଧି ୫୮,୭୧,୬୭୦ ଜଣ ପ୍ରଥମ ଡୋଜ୍‌ ନେଇଥିବାବେଳେ ୧୫,୪୮,୫୭୪ ଜଣ ଦ୍ୱିତୀୟ ଡୋଜ୍‌ ନେଇଛନ୍ତି। ଅର୍ଥାତ୍‌ ଏବେ ରାଜ୍ୟରେ ଆଉ ୪୩,୨୩,୦୯୬ ଜଣ ଦ୍ୱିତୀୟ ଡୋଜ୍‌ ଟିକା ନେବା ପାଇଁ ଅପେକ୍ଷା କରି ରହିଛନ୍ତି। ଆଶ୍ଚର୍ଯ୍ୟର କଥା ରାଜ୍ୟରେ ଏବେ କେନ୍ଦ୍ର ସରକାରଙ୍କ ପାଖରୁ ମିଳିଥିବା ଟିକା ମଧ୍ୟରୁ ମାତ୍ର ୮,୮୧,୯୦୦ ଡୋଜ୍‌ ଟିକା ଉପଳବ୍ଧ ରହିଛି। ତେଣୁ କେଉଁଠି ଟିକାକରଣ ହେବ ତାକୁ ନେଇ ପ୍ରତିଦିନ ରାଜ୍ୟ ସରକାରଙ୍କୁ କସରତ କରିବାକୁ ପଡ଼ୁଛି। ଟିକାର ଉପଲବ୍ଧତାକୁ ଦୃଷ୍ଟିରେ ରଖି ସରକାର ଯେଉଁଠି ଟିକାକରଣର ଗୁରୁତ୍ୱ ରହିଛି, ସେଠାରେ ଟିକାରକଣ କରୁଛନ୍ତି। ଆଉ ବାକି ସବୁ କେନ୍ଦ୍ରରେ ଟିକାକରଣ ବନ୍ଦ କରିଦେଉଛନ୍ତି। ରାଜ୍ୟରେ ୧୫୦୦ ଟିକାକରଣ କେନ୍ଦ୍ର କରାଯାଇଛି। କିନ୍ତୁ ଟିକା ଅଭାବ ଯୋଗୁ ଆଜି ପର୍ଯ୍ୟନ୍ତ କୌଣସି ଦିନ ବି ସବୁ କେନ୍ଦ୍ରରେ ଟିକାକରଣ ହୋଇପାରି ନାହିଁ। ସୋମବାର ଓଡ଼ିଶାରେ ୯୧୦ କେନ୍ଦ୍ରରେ ଟିକାକରଣ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର

ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...

ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାକୁ ନେଇ ଜୋର ଧରିଲା ରାଜନୀତି

ଭୁବନେଶ୍ୱର,୨୨।୬(ବ୍ୟୁରୋ):  ରାଜ୍ୟର ବିଭିନ୍ନ ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାଯିବାକୁ ନେଇ ଜୋର ଧରିଲା ରାଜନୀତି। ଟିକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋଚିତ୍ରକୁ ବାଦ୍‌ଦେଇ କେବଳ...

କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର

ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି...

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି।...

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ...

ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍‌ ଇକୋ ପକ୍ଷରୁ ଅନ୍‌ଲାଇନ୍‌ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...

ପ୍ରେମରେ ଜିତିଲେ, ଓଡ଼ିଶା ବୋହୂ ହେଲେ ୟୁପି ଯୁବତୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ନିଜ ପ୍ରେମକୁ ପାଇବା ପାଇଁ ଉତ୍ତରପ୍ରଦେଶରୁ ଓଡ଼ିଶା ଚାଲି ଆସିଥିଲେ। ଏବେ ଭୁବନେଶ୍ୱର କୋର୍ଟରେ ଲଢି ଜିତିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପେରେଜଙ୍କୁ ଦ୍ୱିତୀୟ ଫର୍ମୁଲା ଓ୍ବାନ ଟାଇଟଲ
Next Post Next post:
ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ-ବଦୋସା କ୍ୱାର୍ଟର ଫାଇନାଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts