E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
8:59 amJune 7, 2021

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୪୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୬୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି କଟକରୁ ସର୍ବାଧିକ ୬୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୫୬୩ ଏବଂ ଖୋର୍ଦ୍ଧାରୁ ୪୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୪୧୬, ବାଲେଶ୍ୱର ୧୯୫, ବରଗଡ଼ ୧୬୪, ଭଦ୍ରକ ୨୨୮, ବଲାଙ୍ଗୀର ୮୩, ବୌଦ୍ଧ ୧୧୨, ଦେବଗଡ଼ ୨୯, ଢେଙ୍କାନାଳ ୧୨୩, ଗଜପତି ୩୦, ଗଞ୍ଜାମ ୯୩, ଜଗତସିଂହପୁର ୨୧୮, ଝାରସୁଗୁଡ଼ା ୮୬, କଳାହାଣ୍ଡି ୮୦, କନ୍ଧମାଳ ୧୪୩, କେନ୍ଦ୍ରାପଡ଼ା ୨୨୭, କେନ୍ଦୁଝର ୧୫୫, କୋରାପୁଟ ୧୮୦, ମାଲକାନଗିରି ୧୦୭, ମୟୂରଭଞ୍ଜ ୩୫୨, ନବରଙ୍ଗପୁର ୧୬୬, ନୟାଗଡ଼ ୧୬୧, ନୂଆପଡ଼ା ୩୬, ପୁରୀ ୩୯୮, ରାୟଗଡ଼ା ୧୦୮, ସମ୍ବଲପୁରରୁ ୧୦୩, ସୋନପୁର ୫୨ ଏବଂ ସୁନ୍ଦରଗଡ଼ରୁ ୨୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୦୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ରେ ପହଞ୍ଚିଥିବା ବେଳେ ୭,୩୯,୩୭୬ଜଣ ସୁସ୍ଥ ହୋଇଛନ୍ତି। ୭୬,୭୫୦ ଜଣ ଚିକିିତ୍ସିତ ହେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ୧୫।୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...

ଦ୍ୱିତୀୟ ଡୋଜ୍‌ ପାଇଁ ହିତାଧିକାରୀ ହଟହଟା

ଭୁବନେଶ୍ୱର, ୮।୬ (ବ୍ୟୁରୋ):  ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି।...

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି।...

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

ରଥଯାତ୍ରା ପରିଚାଳନା ପାଇଁ ଏସ୍‌ଓପି ପ୍ରସ୍ତୁତ ହେବ

ପୁରୀ ଅଫିସ, ୧୧।୬: କରୋନା ମହାମାରୀ ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ବିନା ଭକ୍ତରେ କରିବା ପାଇଁ...

ଘରେ ରହି ରଜ ପାଳନ କରନ୍ତୁ: ଏଡିଜି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍‌ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି।...

ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ-ବଦୋସା କ୍ୱାର୍ଟର ଫାଇନାଲ
Next Post Next post:
ଖୁବ୍‌ଶୀଘ୍ର ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts