E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

କୋଭିଶିଲ୍ଡ ଦେବାର ୫ ମିନିଟ୍‌ ପରେ କୋଭାକ୍ସିନ
10:28 pmJune 19, 2021

ପାଟନା,୧୯।୬: ସୁନିଲା ଦେବୀ ନାମକ ଜଣେ ବୃଦ୍ଧାଙ୍କୁ ମାତ୍ର ୫ ମିନିଟ୍‌ର ବ୍ୟବଧାନରେ ଉଭୟ କୋଭାକ୍ସିନ ଓ କୋଭିଶିଲ୍ଡ ଟିକା ଦିଆଯାଇଛି। ୬୩ ବର୍ଷୀୟା ବୃଦ୍ଧା ଅଓ୍ବଧପୁର ଗ୍ରାମର ବାସୀନ୍ଦା। ପାଟନାସ୍ଥିତ ବେଲଦାରିଚକ ମିଡ୍‌ଲ ସ୍କୁଲରେ ଚାଲିଥିବା ଟିକାକରଣ କେନ୍ଦ୍ରରେ ତାଙ୍କୁ ଉଭୟ ଟିକା ଦିଆଯାଇଛି।

ବୃଦ୍ଧାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଅଛି। ସେ ଏବେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି। ତାଙ୍କୁ ଭୁଲ ବଶତଃ ଉଭୟ ଟିକା ଦିଆଯାଇଛି ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି। ଏହି ଘଟଣା ପଦାକୁ ଆସିବା ପରେ ଟିକାକରଣ କେନ୍ଦ୍ରରେ ମେଡିକାଲ ବିଶେଷଜ୍ଞ ତଦନ୍ତ ଆରମ୍ଭ କରିଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରେଜିଷ୍ଟ୍ରେଶନ କରାଯିବା ପରେ ୬୩ ବର୍ଷୀୟା ବୃଦ୍ଧାଙ୍କୁ ପ୍ରଥମେ କୋଭିଶିଲ୍ଡ ଦିଆଯାଇଥିଲା। ଟିକା ନେବା ପରେ ତାଙ୍କୁ ୫ ମିନିଟ୍‌ ଅପେକ୍ଷା କରିବାକୁ କହିଥିଲେ ନର୍ସ। କିନ୍ତୁ ବୃଦ୍ଧା ଜାଣି ନ ପାରି ଦ୍ୱିତୀୟ ଧାଡ଼ିରେ ଛିଡ଼ା ହୋଇଯାଇଥିଲେ, ଯେଉଁ ଧାଡ଼ିର ଲୋକଙ୍କୁ କୋଭାକ୍ସିନ ଦିଆଯାଉଥିଲା। ଦ୍ୱିତୀୟ ଟିକା ଦିଆଯିବା ପୂର୍ବରୁ ନର୍ସଙ୍କୁ ପ୍ରଥମ ଟିକା ସମ୍ପର୍କରେ ଜଣାଇଥିଲେ। ହେଲେ ନର୍ସ ଜଣଙ୍କ କିଛି ଶୁଣି ନ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ

ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି...

ସେପ୍ଟେମ୍ବରରେ ନୋଭାଭାକ୍ସ

ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍‌ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍‌ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି।...

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ...

ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍‌ ଦେବା ଉଚିତ୍‌ ନୁହେଁ

ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’
Next Post Next post:
ଫଲୋଅନ୍‌ ପରେ ବି ମ୍ୟାଚ୍‌ ଛଡ଼ାଇ ଆଣିଲା ମହିଳା ଦଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts