E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ
10:12 pmJune 24, 2021

ଲଣ୍ଡନ,୨୪।୬: କ୍ରମାଗତ ୧୦ ମାସ ହେଲା ୭୨ ବର୍ଷୀୟ ବ୍ରିଟିଶ ନାଗରିକଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ଆସୁଛି। କ୍ରମାଗତ ସଂକ୍ରମିତ ହେବାରେ ଏହା ରେକର୍ଡ ବୋଲି ବିଶେଷଜ୍ଞମାନେ ଗୁରୁବାର କହିଛନ୍ତି।

ବ୍ରିଷ୍ଟଲର ଅବସରପ୍ରାପ୍ତ ଡ୍ରାଇଭିଂ ଇନଷ୍ଟ୍ରକ୍ଟର ଡେଭ ସ୍ମିଥ କହିଛନ୍ତି, ଲଗାତାର ୪୩ ଥର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। କରୋନା କାରଣରୁ ସେ ୭ ଥର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏପରି କି ନିଜ ଅନ୍ତେଷ୍ଟି ପାଇଁ ମଧ୍ୟ ବ୍ୟବସ୍ଥା କରିସାରିଥିଲେ। ବାରମ୍ବାର ପିଜିଟିଭ ଚିହ୍ନଟ ହେବା ପରେ ଚାକିରିରୁ ଇସ୍ତଫା ଦେବା ସହ ପରିବାରବର୍ଗଙ୍କୁ ପାଖକୁ ଡକାଇ ସାରିଥିଲି ବୋଲି ଏକ ଗଣମାଧ୍ୟମକୁ କହିଛନ୍ତି। ତାଙ୍କ ସହ ହୋମ କ୍ୱାରେଣ୍ଟିନରେ ଥିବା ସ୍ତ୍ରୀ ଲିଣ୍ଡା କହିଛନ୍ତି, ବହୁବାର ତାଙ୍କ ବଞ୍ଚିବା ଆଶା ଆମେ ହରାଇ ସାରିଥିଲୁ। କିନ୍ତୁ ପ୍ରାୟ ବର୍ଷେ ହେଲା ଏହି ପ୍ରକ୍ରିୟା ଚାଲିଛି।

ତେବେ ୧୦ ମାସ ହେଲା ତାଙ୍କ ଶରୀରରେ ଭାଇରସ ସକ୍ରିୟ ରହି ଆସୁଥିବା କହିଛନ୍ତି ବ୍ରିଷ୍ଟଲ ବିଶ୍ୱବିଦ୍ୟାଳୟର ସକ୍ରଂମଣ ରୋଗ ପରାମର୍ଶଦାତା ଇଡି ମୋରାନ। ଆମେରିକାର ବାୟୋଟେକ ଫାର୍ମା କମ୍ପାନୀ ରିଜେନେରନ ଦ୍ୱାରା ପ୍ରସ୍ତୁତ ସିନ୍ଥେଟିକ ଆଣ୍ଟିବଡି ଦ୍ୱାରା ସ୍ମିଥଙ୍କ ଚିକିତ୍ସା କରାଯାଇଥିଲା।

 


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

୧୬୦ ବର୍ଷ ପରେ ଦ୍ୱୀପ ଫେରିପାଇଲେ

ଓ୍ବାଶିଂଟନ୍‌, ୬ା୬: ୟୁରୋପୀୟମାନଙ୍କ ସହିତ ପ୍ରଥମେ ଯୋଗାଯୋଗ ସ୍ଥାପନ କରିବାରେ ଆମେରିକୀୟ ଗୋଷ୍ଠୀଙ୍କ ମଧ୍ୟରୁ ଅନ୍ୟତମ ପାସାମାକୋଡି ଉପନିବେଶବାଦୀଙ୍କ ଚକ୍ରାନ୍ତର ଶିକାର ହୋଇଥିଲେ। ଧୀରେ ଧୀରେ...

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ।...

ପାର୍ଲାମେଣ୍ଟରେ ମରାମରି ହେଲେ ଏମ୍‌ପି

ଲା ପାଜ୍‌,୧୦।୬: ପାର୍ଲାମେଣ୍ଟରେ ହୋ ହଲ୍ଲା ଓ ଚପଲ ଫୋପାଡ଼ିବା ଘଟଣା କିଛି ନୂଆ ନୁହେଁ। କିନ୍ତୁ ଚୁଟି ଟଣାଟଣି ସହ ମୁଥ ମରାମରି ହେବା...

ବେଜୋସ୍‌ଙ୍କ ସହ ମହାକାଶ ଯାତ୍ରା: ପାଖ ସିଟ୍‌ ପାଇଁ ୨୦୫ କୋଟି

ୱାଶିଂଟନ,୧୪।୬: ବ୍ଲ୍ୟୁ ଓରିଜିନ ପ୍ରତିଷ୍ଠାତା ତଥା ଆମାଜନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍‌ ବେଜୋସ୍‌ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଅନ୍ୟତମ। ମହାକାଶ ଯାତ୍ରା...

ଭାରତ- ଇଣ୍ଟରନେଟ୍‌ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା

ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ...

ଆୟକର ଫାଙ୍କିଛନ୍ତି ବେଜୋସ୍‌, ମସ୍କ

ଓ୍ବାଶିଂଟନ,୧୦ା୬ : ବିଶ୍ୱର ଆର୍ଥିକ ଢାଞ୍ଚା ଏପରି ହୋଇଯାଇଛି ଯେ, ପ୍ରତିବର୍ଷ ଗରିବ ଓ ଧନୀଙ୍କ ମଧ୍ୟରେ ବ୍ୟବଧାନ ବଢ଼ିବାରେ ଲାଗିଛି। ଏହା ଦୀର୍ଘ ବର୍ଷ...

ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

ଓ୍ବିଣ୍ଡ୍‌ହୋକ୍‌,୧୦।୬: ପୃଥିବୀର ବୃହତ୍‌ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍‌(ଧୂସର ତିମି)। ଇତିମଧ୍ୟରେ ତିମିଟି...

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ
Next Post Next post:
ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts