ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୮୦୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ତେବେ ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଧିନରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୬୭୫୮କୁ ବୃଦ୍ଧି ପାଇଛି। ଏବେ ୧୧୧୭୪ ଆକ୍ଟିଭ୍ କରୋନା କେସ୍ ରହିଥିବା ନେଇ ଅପରାହ୍ନରେ ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍
ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍ ସୋମବାର ଅପରାହ୍ନ ପ୍ରାୟ...
୧୭ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ...
ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର
ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍ ଗୁରୁବାର ପ୍ରସ୍ତାବିତ...
ବାତ୍ୟା ପରେ କାଦୁଅଫିଙ୍ଗା
ଭୁବନେଶ୍ୱର,୪।୬(ବ୍ୟୁରୋ): ବାତ୍ୟା ‘ୟାସ୍’ ପରିଚାଳନାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ବାତ୍ୟା ପରିଚାଳନା ସରକାରଙ୍କ ପ୍ରଚାର ସର୍ବସ୍ବ...
୧୯ ଜିଲାରେ କାଳବୈଶାଖୀ ଭୟ
ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ...
ଛେଚିବ ୩ ଦିନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ,...
ଯଥାର୍ଥ ନୁହେଁ, ଭୁଲ୍
ଭୁବନେଶ୍ୱର,୨୧।୬(ଓଁକାର ମିଶ୍ର): ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଥିଲା। ଶେଷକୃତ୍ୟ ସମୟରେ...


