E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଯେଉଁ ମାଗାଜିନ୍‌ ସୋନୁଙ୍କୁ କରିଥିଲା ରିଜେକ୍ଟ: ଆଜି ତାହାର କଭର ପେଜ୍‌ରେ ଅଭିନେତାଙ୍କ ଫଟୋ
7:59 amJune 1, 2021

‘ରିଅଲ ଲାଇଫ ହିରୋ’, ‘ଗଡ ଅଫ ଆର୍ଥ’ ଆଜିକାଲି ଲୋକମାନେ ଏହି ନାମରେ ଅଭିନେତା ସୋନୁ ସୁଦଙ୍କୁ ଜାଣିଛନ୍ତି। ସୋନୁ ୨୦୨୦ କରୋନା ସମୟରେ ଲୋକମାନଙ୍କୁ ସାହାଯ୍ୟର ହାତ ବଢ଼ାଇବା ସହ ତାଙ୍କୁ ଘରେ ପହଞ୍ଚାଇଥିଲେ। ଆଜି ବି ଲୋକେ ତାଙ୍କୁ ସାହାଯ୍ୟ ମାଗିଲେ ସେ ସଙ୍ଗେ ସଙ୍ଗେ ସାହାଯ୍ୟ ପାଇଁ ଆଗେଇ ଆସୁଛନ୍ତି। ତେବେ ସୋନୁ କହିଛନ୍ତି ଯେ, ସେ ନିଜେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି।, ତେଣୁ ସେ ଅନ୍ୟମାନଙ୍କ କଷ୍ଟ ସେ ବୁଝିଛନ୍ତି। ନିକଟରେ ଅଭିନେତା ସୋନୁଙ୍କ ଫଟୋ ପତ୍ରିକା ଷ୍ଟାର ଡଷ୍ଟ କଭର ପେଜରେ ସ୍ଥାନ ପାଇଛି। ଅଭିନେତା ଏହାକୁ ଶେୟାର କରି ତାଙ୍କର ସଂଘର୍ଷଗୁଡ଼ିକୁ ମନେ ପକାଇଛନ୍ତି।

ସୋନୁ ଲେଖିଛନ୍ତି, ‘ଗୋଟିଏ ଦିନ ଥିଲା, ଯେତେବେଳେ ମୁଁ ଷ୍ଟାରଡଷ୍ଟ ଅଡିଶନ ପାଇଁ ପଞ୍ଜାବରୁ ମୋର କିଛି ଫଟୋ ପଠାଇଥିଲି। କିନ୍ତୁ ମୋତେ ପ୍ରତ୍ୟାଖ୍ୟାନ କରାଯାଇଥିଲା। ଆଜି ଏହି ସୁନ୍ଦର କଭର ପେଜ୍‌ ପାଇଁ ମୁଁ ଷ୍ଟାର ଡଷ୍ଟଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି। କୃତଜ୍ଞତା। ’

ତେଣୁ ସୋନୁ ଉପରେ ଷ୍ଟାର୍‌ ଡଷ୍ଟର ଏହି କଭର ଷ୍ଟୋରି ସହିତ କ୍ୟାପଶନରେ ଲେଖା ଅଛି, ‘ପ୍ରକୃତ ହିରୋ ସୋନୁ ସୁଦ୍‌ ’ବାକି ରିଲ ହିରୋମାନଙ୍କଠାରୁ ଷ୍ଟାରଡମ ଛଡ଼ାଇ ନେଲେ’ ଅଭିନେତାଙ୍କ ପୋଷ୍ଟ ଉପରେ ଲୋକମାନେ ଭଲ ମନ୍ତବ୍ୟ ଦେଉଛନ୍ତି। ତାଙ୍କର କାର୍ଯ୍ୟଗୁଡ଼ିକ ପ୍ରଶଂସା କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବମ୍ବେର ଟ୍ରକ୍‌ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି

ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ...

ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍‌ ମାଗିଲେ ଯୁବକ: ଜବାବରେ ମିଳିଲା

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଲୋକମାନେ ସୋନୁଙ୍କୁ ଟୁଇଟ୍‌ର୍‌ରେ ସହାୟତା ମାଗିଥିଲେ। ଅନେକ ଥର, ସୋନୁଙ୍କ...

ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ...

ଅଭିନୟ ପାଇଁ କମାଇଥିଲେ ଓଜନ…

ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...

କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ...

ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି: ଝିଅର ଖୁସି କହିଲେ ନ ସରେ

ରାଞ୍ଚି,୪।୬: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ କମ ସକ୍ରିୟ ରୁହନ୍ତି। କିନ୍ତୁ ତାଙ୍କ ସହ ଜଡିତ ଖବର,...

ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି...

ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଖାଲି ମାଙ୍କଡ଼ ନୁହେଁ: ଗଛରୁ ଗଛକୁ ଡେଉଁଛି ବାଘ; ଭିଡିଓ ଭାଇରାଲ
Next Post Next post:
୫୦ ବର୍ଷ ଡେଇଁବା ମାତ୍ରେ ମଣିଷଙ୍କଠାରେ ଦେଖାଯାଏ ଏସବୁ ରୋଗ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts