ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ବେଳେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ନନ୍ଦ କିଶୋର ଅନେକ ଅନ୍ତର୍ଜାତୀୟ ମହିଳା ଫୁଟ୍ବଲ ଖେଳାଳି ସୃଷ୍ଟି କରିଥିଲେ।
ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍ ସାଥୀ ଖେଳାଳି କରିଦେଲେ ଫିକା
ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସକୁ ନନ୍ଦିନୀ ଶତପଥୀଙ୍କ ନାମରେ ନାମିତ କରିବାକୁ ଦାବି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରାବାସ ଓ ଛାତ୍ରୀନିବାସଗୁଡ଼ିକ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନାମିତ ହେବାର ଏକ ପରମ୍ପରା ଅଛି। ଏବେ ବିଶ୍ୱବିଦ୍ୟାଳୟ ପରିସରରେ ୭ଟି...
ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍ ଆକ୍ରାନ୍ତଙ୍କ ଲକ୍ଷଣ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର...
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍
ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...
ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...
ଲେକ୍ରେକ୍ଙ୍କୁ ପୋଲ୍ ପୋଜିଶନ
ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍ରେ ଫେରାରିର ଚାଲର୍ସ ଲେକ୍ରେକ୍ ପୋଲ୍ ପୋଜିଶନ ହାସଲ କରିଛନ୍ତି। ଫଳରେ...
୧୧ ବଲ୍ରେ ୫ ଉଇକେଟ୍ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍ କରାଇଥିଲେ ଏହି କ୍ରିକେଟର୍
କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍...


