E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ସିବିଏସ୍‌ଇ, ସିଆଇଏସ୍‌ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା
8:55 amJune 1, 2021

ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ୍‌ ସାର୍ଟିଫିକେଟ୍‌ ଏଜୁକେଶନ (ସିଆଇଏସ୍‌ସିଇ)ର ଦ୍ୱାଦଶ ବୋର୍ଡ ପରୀକ୍ଷା ହେବ କି ନାହିଁ ତାହା ଆସନ୍ତା ୩ ତାରିଖରେ ସ୍ପଷ୍ଟ ହେବ। ସୋମବାର ପରୀକ୍ଷା ବାତିଲ ସଂକ୍ରାନ୍ତ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ହୋଇଥିଲା। ଶୁଣାଣିବେଳେ ଦୁଇଦିନ ମଧ୍ୟରେ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବିଷୟରେ ସିଦ୍ଧାନ୍ତ ନିଆଯିବ ବୋଲି କେନ୍ଦ୍ର ସରକାର ସୁପ୍ରିମ୍‌କୋର୍ଟଙ୍କୁ ଅବଗତ କରାଇଥିଲେ। ଫଳରେ ସୁପ୍ରିମ୍‌କୋର୍ଟ ଶୁଣାଣିକୁ ଜୁନ୍‌ ୩କୁ ଘୁଞ୍ଚାଇ ଦେଇଛନ୍ତି।
ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇ ବୋର୍ଡର ଦ୍ୱାଦଶ ପରୀକ୍ଷା ରଦ୍ଦ କରିବାକୁ ସୁପ୍ରିମକୋର୍ଟ ଆଇନଜୀବୀ ମମତା ଶର୍ମା ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଆଇନଜୀବୀଙ୍କ ସହ ପ୍ରାୟ ୭ଶହ ଅଭିଭାବକ ମଧ୍ୟ ପରୀକ୍ଷା ରଦ୍ଦ କରିବାକୁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାପୂର୍ବରୁ ଗତ ସପ୍ତାହରେ ୩ଶହରୁ ଅଧିକ ଛାତ୍ରୀଛାତ୍ର ଦ୍ୱାଦଶ ପରୀକ୍ଷା ବନ୍ଦ କରିବାକୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଥିଲେ। ଏପଟେ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ନେଇ ସୁପ୍ରିମକୋର୍ଟଙ୍କ ଶୁଣାଣି ଆଧାରରେ ଯାହା ନିର୍ଦ୍ଦେଶ ଆସିବ ସେହି ଅନୁସାରେ ରାଜ୍ୟର ଯୁକ୍ତ୨ ପରୀକ୍ଷା ପାଇଁ ପଦକ୍ଷେପ ନିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ତଥାପି ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ଜୁନ୍‌ ପ୍ରଥମ ସପ୍ତାହରେ ହିଁ ନିଷ୍ପତ୍ତି ହେବ ବୋଲି ମନ୍ତ୍ରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ସଂକ୍ରମଣ ନେଉଛି ଅଧିକ ଜୀବନ

ଅନୁଗୋଳ ଅଫିସ, ୩ା୬:  ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍‌ଫେକ୍‌ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ।...

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ...

‘ମଦ ପାଇଁ ଟଙ୍କା ଦିଅ ନ ହେଲେ ଡେଇଁଲି’

ଝାରସୁଗୁଡ଼ା ଅଫିସ,୧୬ା୬: ଏକା ଜିଦ୍‌ ମଦ ପିଇବି। ମଦ ପାଇଁ ଟଙ୍କା ଦିଅ ନହେଲେ ଡେଇଁଲି। ଅଗ୍ନିଶମ କର୍ମୀଙ୍କ ଆଗରେ ଏଭଳି ସର୍ତ୍ତ ରଖିଥିଲେ ଟେଲିଫୋନ...

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ...

ଏସ୍‌ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍‌ଡିଜିରେ ଅଧିକ ୧୦ ପଏଣ୍ଟ ପାଇ...

ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...

ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ

ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍‌ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା
Next Post Next post:
ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts