E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଏସ୍‌ଆର୍‌ ଅନ୍‌ଲାଇନ୍‌ ଚେସ୍‌: ଓମ୍‌ ଆଦିତ୍ୟ ଚାମ୍ପିୟନ
9:13 amJune 1, 2021

ଭୁବନେଶ୍ୱର,୧।୬(କ୍ରୀଡ଼ା ପ୍ରତିନିଧି): ଏସ୍‌ଆର୍‌ ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୯ତମ ଅନ୍‌ଲାଇନ୍‌ ଚେସ୍‌ରେ ଓମ୍‌ ଆଦିତ୍ୟ ଖାଡଙ୍ଗା ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ମଦର୍ସ ପବ୍ଲିକ୍‌ ସ୍କୁଲ୍‌ର ଓମ୍‌ ଆଦିତ୍ୟ ୫.୫ ପଏଣ୍ଟ ପାଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ରବୀନ୍ଦ୍ର କୁମାର ଓଝା ଓ ପି. ସାଇରୂପା ୪.୫ ପଏଣ୍ଟ ଲେଖାଏ ପାଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହା ବ୍ୟତୀତ ବିଭିନ୍ନ ବୟସ ବର୍ଗରେ ଶ୍ରେଷ୍ଠ ପ୍ରଦର୍ଶନ କରି ପ୍ରତୀକ ଚୌରାସିଆ, ଆରିନ ଅନ୍ବେଷ ସ୍ବାଇଁ, ଜ୍ୟୋସ୍ନଭ ତାଲୁକଦାର, ଗୌରବ ମହାନ୍ତି, ସିଦ୍ଧାର୍ଥ ମିଶ୍ର, ସାଇ ସମ୍ପ୍ରଦା ମହାନ୍ତି, ଆଦିତ୍ୟ ବିକ୍ରମ ମିଶ୍ର, ଦେବପ୍ରିତ ମିଶ୍ର, ସୂର୍ଯ୍ୟାଂଶୁ ମହାକୁଡ଼, ଅଭିଷେକ ଦାଶ, ସାଇ ଶ୍ରୀହନ, ଅଦିତି ମହାରଣା ପ୍ରମୁଖ ପୁରସ୍କୃତ ହୋଇଛନ୍ତି। ଏସ୍‌ଆର୍‌ ଚେସ୍‌ ସେଣ୍ଟର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ, ଡାକ୍ତର ମାନସ ରଞ୍ଜନ ମିଶ୍ର ଓ କୋଚ୍‌ ସତ୍ୟଜିତ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କୋଭିଡ୍‌ କର୍ଫ୍ୟୁ ଯୋଗୁ ଫ୍ରେଞ୍ଚ୍‌ ଓପନ ପ୍ରେମୀଙ୍କ ଅସନ୍ତୋଷ

ପ୍ୟାରିସ, ୧୧ା୬(ଏପି): ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ବୁଧବାର ରାତି ୧୧ଟା ବେଳେ ଆକସ୍ମିକ କରୋନା ଭାଇରସ୍‌ କର୍ଫ୍ୟୁ ଜାରି ହେବାରୁ ଖେଳପ୍ରେମୀଙ୍କ ମହଲରେ ଏନେଇ...

ଅଶ୍ୱିନ୍‌ ଆଉଟ୍‌ ହେବାପରେ ଏମିତି କହିଦେଲେ ସ୍ତ୍ରୀ

ସାଉଥାମ୍ପଟନ୍‌,୨୩।୬:ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ସାଉଥାମ୍ପଟନ୍‌ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। କିନ୍ତୁ ସାଉଥାମ୍ପଟନରେ ବର୍ଷା ଲାଗି ରହିଥିବାରୁ ମ୍ୟାଚ୍‌ରେ...

ବିମଣ୍ଟ, ନାଇଟଙ୍କ ପ୍ରଭାବୀ ବ୍ୟାଟିଂ

ବ୍ରିଷ୍ଟଲ, ୧୭।୬-  ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକମାତ୍ର ମହିଳା କ୍ରିକେଟ ଟେଷ୍ଟ ମ୍ୟାଚ ବୁଧବାର ଆରମ୍ଭ ହୋଇଛି। ପାଖାପାଖି ୭ ବର୍ଷ ବ୍ୟବଧାନରେ ଭାରତୀୟ...

ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା

ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ...

ୟୁରୋ କପ୍‌ରେ ଅଘଟଣ: ଖେଳାଳି ବେହୋସ୍‌

କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍‌ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍‌ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍‌ ବେହୋସ ହୋଇ...

ଲିସ୍‌ବନରେ ପହଞ୍ଚତ୍ଲେ ନୀରଜ

ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍‌ ୧୦ରେ ଲିସ୍‌ବନରେ...

ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର...

ଫାଇନାଲ୍‌ ହାରିବା ପରେ ଏମିତି କହିଲେ କୋହଲି

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇପିଏଲ୍‌ରେ ଦର୍ଶକ ଅନୁମତି ସମ୍ଭାବନା
Next Post Next post:
ଦିୟା-ସ୍ବସ୍ତିକା ରନର୍ସଅପ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts