ଭୁବନେଶ୍ୱର, ୩୧।୫(ବ୍ୟୁରୋ): ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଘର ନିକଟରେ ଟିକାକରଣ କେନ୍ଦ୍ର ବା ନିଅର ଟୁ ହୋମ୍ ଟିକାକରଣ କେନ୍ଦ୍ର (ଏନ୍ଏଚ୍ସିଭିସି) କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହି ଆଧାରରେ ଟିକାକରଣ କରିବାକୁ ଓଡ଼ିଶା ପ୍ରସ୍ତୁତ ହେଉଛି। ଏଥିପାଇଁ ଶୀଘ୍ର ବ୍ୟବସ୍ଥା କରିବାକୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୋମବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜଲା ଚିକତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି କମ୍ୟୁନିଟି ସେଣ୍ଟର, ରେସିଡେଣ୍ଟ ଓ୍ବେଲ୍ଫେୟାର ଆସୋସିଏଶନ ସେଣ୍ଟର, ଗ୍ରୁପ୍ ହାଉସିଂ ସୋସାଇଟି ସେଣ୍ଟର, ପଞ୍ଚାୟତ ବିଲ୍ଡିଂ, ସ୍କୁଲ ପରିସରରେ ଏନ୍ଏଚ୍ସିଭିସିର ଆୟୋଜନ କରାଯାଇପାରିବ।
ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...
ଶ୍ରମିକଙ୍କୁ ପଥରରେ ଛେଚି ମାରିଲେ ସାଥୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଶ୍ରମିକଙ୍କୁ ହତ୍ୟା। ଗତ ୮ ତାରିଖରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଶ୍ରମିକଙ୍କୁ ତାଙ୍କ ସହଯୋଗୀ ପଥରରେ ଛେଚି ହତ୍ୟା କରିଥିବାବେଳେ...
କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା
ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ...
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...
ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ
ବାଲୁଗଁା,୨ା୬(ଡି.ଏନ୍.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ...
ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ...
ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି
ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା...
ଟିକା ନେଲେ ଜରାଶ୍ରମ ଅନ୍ତେବାସୀ
ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ...


