E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୪ ଅତିରିକ୍ତ ଏସ୍‌ପିଙ୍କୁ ନୂଆ ନିଯୁକ୍ତି
9:49 amJune 1, 2021

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଓଡ଼ିଶା ପୋଲିସର ୪ଜଣ ଅତିରିକ୍ତ ଏସ୍‌ପି ପାହ୍ୟାର ଅଫିସରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ଗୃହ ବିଭାଗ ପକ୍ଷରୁ ସେମାନଙ୍କୁ ଡିଏସ୍‌ପି ପାହ୍ୟାରୁ ଅତିରିକ୍ତ ଏସ୍‌ପି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିଲା। ସୋମବାର ସେମାନଙ୍କୁ ନୂଆ ଦାୟିତ୍ୱରେ ଅବସ୍ଥାପିତ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଦିଲୀପ କୁମାର ତ୍ରିପାଠୀଙ୍କୁ ଅତିରିକ୍ତ ଏସ୍‌ପି ସିଏଡବ୍ଲ୍ୟୁ ଓ ସିଡବ୍ଲ୍ୟୁ ସମେତ ଇଓଡବ୍ଲ୍ୟୁ ଏବଂ ଶ୍ରୀହର୍ଷ ମିଶ୍ରଙ୍କୁ ଅତିରିକ୍ତ ଏସ୍‌ପି ଇଣ୍ଟେଲିଜେଣ୍ଟ୍ସ ଓ ଏଥିସହିତ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟ କରିବେ। ସେହିପରି ଉମେଶ କୁମାର ପଣ୍ଡାଙ୍କୁ ଆଇୟୁସିଏଡବ୍ଲ୍ୟୁ ଜଗତ୍‌ସିଂପୁର ଏବଂ ସୁବୋଧ କୁମାର ମଲ୍ଲିକଙ୍କୁ ଅତିରିକ୍ତ ଏସ୍‌ପି ଏସ୍‌ଓଜି ଓ ଏଥିସହିତ ରାଜ୍ୟ ପୋଲିସକୁ ବଦଳି କରାଯାଇଛି। ସେହିପରି ୪ଜଣ ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି। କଟକ ସିଆଇଡି(ସିବି)ରେ କାର୍ଯ୍ୟ କରୁଥିବା ରୀନା ବେହେରାଙ୍କୁ ଇଓଡବ୍ଲ୍ୟୁ, କମିଶନରେଟ୍‌ ପୋଲିସରେ କାର୍ଯ୍ୟ କରୁଥିବା ଅର୍ପିତା ଖଟୁଆଙ୍କୁ ସୁନ୍ଦରଗଡ଼, ଅଞ୍ଜଳି ଛୋଟରାୟଙ୍କୁ ରାଉରକେଲା ଓ ବାଲେଶ୍ୱରରେ କାର୍ଯ୍ୟ କରୁଥିବା ଅନୁପ କୁମାର କାନୁନ୍‌ଗୋଙ୍କୁ ସ୍ପେଶାଲ ବ୍ରାଞ୍ଚ ଭୁବନେଶ୍ୱରକୁ ବଦଳି କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...

ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫...

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ...

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...

ଅଭୟ ପାଠକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୭।୬: ବୈଦ୍ୟନାଥପୁର ଥାନା ମାମଲାର ବିଚାର କରି ଗୁରୁବାର ହାଇକୋର୍ଟ ପୂର୍ବତନ ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କା ଏବଂ...

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ରାଜ୍ୟରେ ୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର...

ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ

ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍‌ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେଲେ ଏହି ଅଭିନେତା
Next Post Next post:
ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts