ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଲକ୍ଡାଉନ୍ ସମୟରେ ବିବାହ କରିଛନ୍ତି। ଏବେ ଏହି କ୍ରମରେ ସାମିଲ ହୋଇଛନ୍ତି ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରସିଦ୍ଧ ଅଭିନେତ୍ରୀ ପ୍ରଣିଥା ସୁଭାଷ। ପ୍ରଣିଥା ବିବାହ ଫଟୋ ନିଜ ଇନଷ୍ଟାଗ୍ରାମ ପୋଷ୍ଟରେ ଶେୟାର କରି ଏନେଇ ସୂଚନା ଦେଇଛନ୍ତି। ସେ ବ୍ୟବସାୟୀ ନିତିନ ରାଜୁଙ୍କୁ ବିବାହ କରିଛନ୍ତି। ମେ ୩୦ରେ ପରିବାର ସଦସ୍ୟ ଏବଂ ସାଙ୍ଗମାନଙ୍କ ମଧ୍ୟରେ ଦୁହେଁ ସାତ ଫେରା ନେଇଥିଲେ।
ବେଙ୍ଗାଲୁରୁରେ ଏକ ଛୋଟ ସମାରୋହରେ ପ୍ରଣଥା ଏବଂ ନିତିନ ବିବାହ କରନ୍ତି। ଉଭୟ ନିଜ ବିବାହକୁ ବହୁ ଧୁମ୍ଧାମରେ କରିବାକୁ ଚାହୁଁଥିଲେ, କିନ୍ତୁ କରୋନାର ଦ୍ୱିତୀୟ ଲହର ହେତୁ ଏହି ବିବାହକୁ ଏକ ଛୋଟ ସମାରୋହରେ ଆୟୋଜନ କରିବାକୁ ପଡିଲା। ପ୍ରଣିଥା ଏବଂ ନିତିନଙ୍କ ସୁନ୍ଦର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ସହିତ ପ୍ରଣିଥା ମଧ୍ୟ ତାଙ୍କ ପ୍ରଶଂସକଙ୍କୁ ପୂର୍ବରୁ ଜଣାଇ ନ ଥିବାରୁ କ୍ଷମା ମାଗିଛନ୍ତି।
ପ୍ରଣିଥା ସୁଭାଷ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ଜଣେ ସକ୍ରିୟ ଅଭିନେତ୍ରୀ। ସେ ୨୦୧୦ ମସିହାରେ କନ୍ନଡ ଚଳଚ୍ଚିତ୍ର ‘ପୋର୍କି’ ସହିତ ନିଜର କ୍ୟାରିଅର୍ ଆରମ୍ଭ କରିଥିଲେ। ଏଥି ସହିତ ପ୍ରଣିଥା ଖୁବ ଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ସେ ଅଜୟ ଦେବଗନଙ୍କ ସହ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଭୁଜ: ଦି ପ୍ରାଇଡ ଅଫ ଇଣ୍ଡିଆ’ରେ ନଜର ଆସିବାକୁ ଯାଉଛନ୍ତି। ଏହା ବ୍ୟତୀତ ସେ ଶିଳ୍ପା ଶେଟ୍ଟୀଙ୍କ ସହ ‘ହଙ୍ଗାମା ୨’ରେ ମଧ୍ୟ ନଜର ଆସିବେ।
ଏକଦା ବ୍ୟାକ୍ଗ୍ରାଉଣ୍ଡ ଡ୍ୟାନ୍ସର ଥିଲେ ଏହି ଅଭିନେତ୍ରୀ , ବର୍ତ୍ତମାନର ପାରିଶ୍ରମିକ ଜାଣିଲେ…
ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ ତାଙ୍କ ଅଭିନୟରେ ସମସ୍ତଙ୍କୁ ଦର୍ଶକଙ୍କୁ ବାନ୍ଧି ରଖିଛନ୍ତି। ସେ ଚଳିତ ବର୍ଷ ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। କାଜଲ...
ନାଗିନ୍ ଫେମ୍ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…
ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍ ମେହେରା ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ...
‘ଏ’ ନାଁ ଲେଖି ହାତରେ ଟାଟୁ କଲେ ଅର୍ଜୁନ କପୁର : ଜାଣନ୍ତୁ ସେ କିଏ
ବଲିଉଡ ଅଭିନେତା ଅର୍ଜୁନ କପୁର ଆଜିକାଲି ତାଙ୍କ ଫିଲ୍ମ ‘ସନ୍ଦୀପ ଔର ପିଙ୍କି ଫରାର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କର ଅଭିନୟକୁ ବହୁତ...
ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ
ବଲିଉଡ୍ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି...
ରାତିଅଧରେ କରନ୍ ଜୋହରଙ୍କ ରୁମ୍କୁ ଯାଇଥିଲେ ଫରାହ ଖାନ୍; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…
ବମ୍ବେ: ବଲିଉଡ୍ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ...
ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍ଇନ୍ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !
ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ।...
ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା
ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...
କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ...


