ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ ୨୦୨୦ ଡିସେମ୍ବର ମାସରେ ଆମେରିକାରେ ୮୩ ହଜାର ୮୪୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୨୦୨୧ ଏପ୍ରିଲ୍ରେ ବ୍ରାଜିଲ୍ରେ ୮୨ ହଜାର ୪୦୧ ଜଣଙ୍କ ମୃତ୍ୟୁ ଘଟିଥିଲା। ତେବେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦେଶର ବିଭିନ୍ନ ଶ୍ମଶାନ ଏବଂ କବରସ୍ତାନରେ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ସୃଷ୍ଟି ହୋଇଥିଲା। ବର୍ତ୍ତମାନ ସୁଦ୍ଧା ସେଭଳି ସ୍ଥିତି ଜାରି ରହିଛି। ଦେଶର କରୋନା ମହାମାରୀ ସ୍ଥିତି ସମ୍ପର୍କରେ ଶ୍ମଶାନ ଏବଂ କବରସ୍ତାନରୁ ସୂଚନା ମିଳୁଛି।
Posted inକରୋନା ଭାଇରସ୍, ଜାତୀୟ View All
ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭...
ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ
ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍ଆଇଆର ଯୋଗୁ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ...
ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍ଏସ୍ ନେତା
କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର...
ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…
ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ...
ଗରିବଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ, ୪।୬(ପି.ଟି.): ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନକୁ ଆଣିବା ଲାଗି କେନ୍ଦ୍ର ସରକାର...
ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’
ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...
ଅମିତ ଶାହାଙ୍କ ଘରେ ପହଞ୍ଚିଲେ ଜିତିନ୍ ପ୍ରସାଦ: ଭାଜପାରେ ହୋଇପାରନ୍ତି ସାମିଲ୍
ନୂଆଦିଲ୍ଲୀ,୯।୬। କଂଗ୍ରେସକୁ ପୁଣି ଲାଗିପାରେ ଝଟ୍କା। ଜ୍ୟୋର୍ତିଆଦିତ୍ୟ ସିନ୍ଧିଆଙ୍କ ପରେ ଏବେ ଦଳ ଛାଡିଆପାରନ୍ତି ଆଉ ଜଣେ ହେବିଓ୍ବେଟ୍। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ...
ସାବଧାନ ! ମିଛ ହ୍ବାଟସ୍ଆପ୍ ମେସେଜ୍ରେ ମୋବାଇଲ୍ରେ ଭାଇରସ୍ ପ୍ରବେଶ ଆଶଙ୍କା…
ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍ଆପ୍ ମେସେଜ୍ ମୋବାଇଲ୍ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା...


