କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସୋମବାର ଦ୍ୱିପ୍ରହରରେ ହଠାତ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିବାରୁ ପରିବାର ଲୋକେ ଏସ୍ସିବି ମେଡିକାଲରେ ଭର୍ତ୍ତି କରିଥିଲେ। ସେ ପୂର୍ବରୁ କେନ୍ଦ୍ର ସରକାରଙ୍କ କାର୍ଯ୍ୟଶୈଳୀ ଉପରେ ଅସନ୍ତୁଷ୍ଟ ହୋଇ ପଦ୍ମଶ୍ରୀ ପୁରସ୍କାର ଫେରାଇ ଦେଇଥିଲେ।
Posted inଆମ ଜିଲା ଖବର, କଟକ View All
ଗ୍ରାମାଞ୍ଚଳଠାରୁ ଜବରଦଖଲ ସହରରେ ଅଧିକ
କେନ୍ଦ୍ରାପଡ଼ା ଅଫିସ,୧୧।୬: ସହର ରାସ୍ତାରେ ସର୍ବଦା ଟ୍ରାଫିକ ଜାମ୍। ପାଣିନାଳ ଉପରେ ଘର। ବର୍ଷା ହେଲେ ଘରେ ପାଣି ପଶୁଛି। ମାତ୍ର ୫ ବର୍ଷ ପୂର୍ବରୁ...
ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ
ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ...
ପ୍ରେମ ପାଇଁ ୫ ଘଣ୍ଟାର ଆତଙ୍କ
ବଲାଙ୍ଗୀର ଅଫିସ, ୧୬ା୬:ଏକତରଫା ପ୍ରେମକୁ ନେଇ ବଲାଙ୍ଗୀର ସହରରେ ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି ୫ଘଣ୍ଟାର ଆତଙ୍କ। ଜଣେ ବନ୍ଧୁକଧାରୀ ଯୁବକ ଅନ୍ୟ ଜଣେ ବ୍ୟକ୍ତିଙ୍କ...
ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ
ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ...
ଦମ୍ପତିଙ୍କୁ ନିଶା ସ୍ପ୍ରେ ଘରୁ ନେଇଗଲେ ଲକ୍ଷାଧିକ ଟଙ୍କା, ଆଉ ତା ପରେ
ବାଲେଶ୍ୱର ଅଫିସ,୧୭।୬: ବାଲେଶ୍ବର ଜିଲା ସୋର ଥାନା ବ୍ରାହ୍ମଣସାହି ଗାଁରେ ବୁଧବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। କେତେକ ଦୁର୍ବୃତ୍ତ ଘରେ ପଶି ପରିବାର ଲୋକଙ୍କୁ...
ରଥଖଳାରେ ସେବାୟତ ହାତାହାତି
ପୁରୀ ଅଫିସ,୪ା୬: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ବଡ଼ଦାଣ୍ଡରେ ଚାଲିଛି ରଥ ନିର୍ମାଣ। ରଥ କାମରେ ବିଶ୍ୱକର୍ମା ମହାରଣା ନିୟୋଜିତ ହୋଇଛନ୍ତି। ତେବେ ଏହି ପବିତ୍ର କାମ...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ...
କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ଗଞ୍ଜାମରୁ ୩ ଜୀବନ ନେଲା
ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ବ୍ରେକ ଲାଗୁନି। ପୁଣି ଜିଲାର ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର...


