ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ଏହି ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିସହ ମହେଶ ମିତଲ କୁମାର ଓ ଡା. ରାଜୀବ ଜୈନ ଏହି ଆୟୋଗର ସଦସ୍ୟ ରହିବେ। ସୂଚନା ମୁତାବକ ବିଚାରପତି ଅରୁଣ ମିଶ୍ରା ମଧ୍ୟପ୍ରଦେଶ ଜବଲପୁରର ବାସିନ୍ଦା ଅଟନ୍ତି। ସେ ବିଜ୍ଞାନରେ ଏମ୍ଏ ଡିଗ୍ରୀ ହାସଲ କରିବା ପରେ ଆଇନ ପାଠ୍ୟକ୍ରମ ପଢ଼ିଥିଲେ। କାରଣ ତାଙ୍କ ରୁଚି ଏଥିରେ ରହିଥିଲା। ତେବେ ୨୧ ବର୍ଷ ଓକିଲାତି କରିବା ପରେ ୧୯୯୯ରେ ସେ ପ୍ରଥମ ଥର ମଧ୍ୟପ୍ରଦେଶ ହାଇକୋର୍ଟରେ ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।
ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା
ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର...
ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍ ନିଷ୍ପତ୍ତି…
କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ...
ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୧।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...
ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍…
ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ...
ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ...
ଡାବର ଟୁଥ୍ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍ଏମ୍ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା...
ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍ଆଇ; ଆଉ ତା’ ପରେ…
ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍ଆଇ ବା ସବ୍-ଇନ୍ସପେକ୍ଟରଙ୍କ...


