E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା
12:54 pmJune 1, 2021

ଗଞ୍ଜାମ,୧।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ଘଟିଲାଣି । ଏହିଭଳି ସମୟରେ ଦୁର୍ଗାଦେବୀ ସାହିସ୍ଥିତ ଗଞ୍ଜାମ ଏକ ବ୍ୟାଙ୍କରେ ମଙ୍ଗଳବାର ଲୋକଙ୍କ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଏଥିସହ ସେଠାରେ ସାମାଜିକ ଦୂରତା ନ ଥିବା ଏବଂ ଅଧିକାଂଶ ବ୍ୟକ୍ତିଙ୍କ ମୁଁହରୁ ମାକ୍ସ ଖସିଥିବା ଦେଖିବାକୁ ମିଳିଛି। ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

କରୋନାକୁ ହରାଇଲେ ମାସକର ଶିଶୁ

ନୂଆପଡ଼ା ଅଫିସ,୧୯।୫: କରୋନାର ଦ୍ୱିତୀୟ ଲହରରେ ଦିନକୁ ଦେଶରେ ୪ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଉଛି। ଏଭଳି ସଙ୍କଟ ଜନକ ସ୍ଥିତିରେ ନୂଆପଡ଼ା ଜିଲାରୁ ଆସିଛି...

ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ...

ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ

ମହାକାଳପଡ଼ା,୪।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ...

କୋଭିଡ୍‌ଜନିତ ମୃତ୍ୟୁ ଅଡିଟ୍‌ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ

କଟକ ଅଫିସ,୨୫।୬: କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ଏସ୍‌.କେ. ପାଣିଗ୍ରାହୀଙ୍କୁ ନେଇ...

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...

ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...

ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା

ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର...

‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍‌ ପ୍ୟାଡ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍‌ରେ ଦୂରଗାମୀ ସବ୍‌ସୋନିକ କ୍ରୁଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…
Next Post Next post:
ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts