E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି
1:03 pmJune 1, 2021

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମଙ୍ଗଳବାର ସକାଳେ ତାଙ୍କୁ ଭର୍ତ୍ତି କରାଯାଇଥିବା ନେଇ ଏମ୍ସ ଅଧିକାରୀ ସୂଚନା ଦେଇଛନ୍ତି। ମଙ୍ଗଳବାର ବୋର୍ଡ ପରୀକ୍ଷା ସହ ଜଡ଼ିତ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥାନ୍ତେ ପୋଖରିଆଲ। କିନ୍ତୁ ଏହାପୂର୍ବରୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯାଇଛି। ସୂଚନାଯୋଗ୍ୟ,ଏପ୍ରିଲ ମାସରେ ପୋଖରିଆଲ କରୋନାରେ ସଂକ୍ରମିତ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା...

ପଶ୍ଚିମବଙ୍ଗ ଗଣବଳାତ୍କାର: ତଦନ୍ତରେ ଖୁସି ନାହାନ୍ତି ୨ ପୀଡ଼ିତା

ନୂଆଦିଲ୍ଲୀ,୧୫।୬: ମେ’ ୩ ତାରିଖରେ ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ୧୦୦ରୁ ୨୦୦ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସମର୍ଥକ ଘରକୁ ଚାରିଆଡ଼ୁ ଘେରି...

ଏଣିକି ଏଡ୍‌ସ ପୀଡ଼ିତଙ୍କୁ ମିଳିବ ପେନ୍‌ସନ

ଚଣ୍ଡିଗଡ଼,୧୮।୬: ଏଡ୍‌ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର ପ୍ରତିମାସରେ ଏଡ୍‌ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍‌ସନ ପ୍ରଦାନ କରିବେ...

୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା...

୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ

ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍‌ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ...

ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା

ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍‌ ଟିକା ଦିଆଯିବ।...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ମଡେଲ ଟେନାନ୍ସି ଆଇନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଘରଭଡ଼ା ଦିଆଯିବା ସଂକ୍ରାନ୍ତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଆଣିବା ଲାଗି ମଡେଲ ଟେନାନ୍ସି ଆଇନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା
Next Post Next post:
ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍‌ ପିନ୍ଧି ବିରୋଧ ପ୍ରଦର୍ଶନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts