E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ପ୍ରାଣୀଟିଏ ପାଇଁ ଜୀବନକୁ ବାଜି ଲଗାଇ ଦେଉଛନ୍ତି ଯୁବକ,ଭିଡିଓ ଭାଇରାଲ
7:18 amJune 2, 2021

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବାଛୁରୀ ଗଭୀର ପାଣି ଭିତରକୁ ପଶି ଯାଉଥିବା ବେଳେ ଜଣେ ଯୁବକ ତାଙ୍କ ଜୀବନକୁ ବାଜି ଲଗାଇ ତାକୁ ଉଦ୍ଧାର କରୁଛନ୍ତି। ଅନ୍ୟଜଣେ ମଧ୍ୟ ତାଙ୍କୁ କୂଳକୁ ଆଣୁଛନ୍ତି। ଭିଡିଓକୁ ଆଇପିଏସ୍‌ ଅଫିସର ଦିପାଂଶୁ କାବ୍ରା ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

हर ज़िन्दगी कीमती है!

2 लोगों से एक बेज़ुबान की जान बचाने के लिए अपनी जान खतरे में डाल दी.
दुनिया को ऐसे नेक दिल लोगों की आज बहुत ज़रूरत है… pic.twitter.com/uGreGiq0hC

— Dipanshu Kabra (@ipskabra) May 30, 2021


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ମନୁଷ୍ୟର ପ୍ରତିଟି କ୍ରିୟା ‘ଯୋଗ’

ଭୁବନେଶ୍ୱର, ୨୧।୬ (ବ୍ୟୁରୋ): ମନୁଷ୍ୟର ପ୍ରତିଟି କ୍ରିୟା ହେଉଛି ଯୋଗ। ଯୋଗ ଦ୍ୱାରା ଶରୀର ସୁସ୍ଥ ରହିବା ସହ ମାନସିକ ସ୍ତରରେ ଶାନ୍ତି ମିଳିଥାଏ। ନୀରୋଗ...

ଶେଷରେ କ୍ଷମା ମାଗିଲା ଗୁଗଲ୍‌, ଜାଣନ୍ତୁ କାହିଁକି

ଗୁଗଲ୍‌ରେ ସର୍ଚ୍ଚ କରିବା ବେଳେ ‘ଭାରତରେ ସବୁଠାରୁ ଖରାପ ଭାଷା କ’ଣ? ଏହାର ଉତ୍ତରରେ ଗୁଗଲ୍‌ ସର୍ଚ୍ଚ ଇଞ୍ଜିନ୍‌ରେ ଉତ୍ତର ଥିଲା ‘କନ୍ନଡ’। ଏହି କଥା...

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ...

କୋଶଳାଶୁଣୀ ଜଙ୍ଗଲ

ବୃକ୍ଷ ହିଁ ଜୀବନ। ହେଲେ ଦିନକୁ ଦିନ ଜଙ୍ଗଲରୁ ବହୁଳମାତ୍ରାରେ ଗଛ କଟା ହେବା ଯୋଗୁ ଜଙ୍ଗଲ କ୍ଷୟ ହେଉଛି। ଏଥିଯୋଗୁ ପ୍ରକୃତି ତା’ର ଭାରସାମ୍ୟ...

ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…

ନୂଆଦିଲ୍ଲୀ: କଶ୍ମୀରର ଜଣେ ୬ ବର୍ଷ ବାଳିକାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଭିଡିଓରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ

କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି...

ଜଗ୍ଗି ବାସୁଦେବରୁ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ ଯାତ୍ରା କରୁଥିବା ଏହି …

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ
Next Post Next post:
ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts