E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…
2:29 pmJune 1, 2021

ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି ସରକାରଙ୍କ ଅଦୂରଦର୍ଶୀ ଆର୍ଥିକ ନୀତି ଯୋଗୁ ଦେଶରେ ଅର୍ଥନୀତି ରୁଗ୍‌ଣ ହୋଇଯାଇଛି। କେନ୍ଦ୍ର ସରକାର ଆର୍ଥିକ ମୋର୍ଚ୍ଚାରେ ଅସଫଳ ରହିଥିବା ସ୍ବାମୀ କହିଛନ୍ତି। କିଛି ଦିନ ତଳେ ସ୍ବାମୀ ମୋଦି ସରକାରଙ୍କୁ ସମାଲୋଚନା କରି କହିଥିଲେ ଯେ, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାରଙ୍କ ଦ୍ୱାରା ଦେଶର ଅର୍ଥନୀତି ଆଗେଇ ଚାଲିଥିବା ବେଳେ ମୋଦି ସରକାର ଏହାକୁ ସମ୍ପୂର୍ଣ୍ଣ ଖରାପ ସ୍ଥିତିକୁ ନେଇ ଆସିଛନ୍ତି। ଟିକାକରଣ ଏବଂ ଭାରତ ଚାଇନା ସୀମା ବିବାଦ ନେଇ ସ୍ବାମୀ ପୂର୍ବରୁ ମୋଦି ସରକାରଙ୍କୁ ଟାର୍ଗେଟ ମଧ୍ୟ କରିସାରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କେରଳ ଛୁଇଁଲା ମୌସୁମୀ

ଥିରୁଭାନନ୍ତପୁରମ୍‌,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ

ପାଟଣା, ୨।୬: ଡ୍ୟୁଟିରେ ଥିବାବେଳେ ପୋଲିସ କର୍ମୀ ମୋବାଇଲ ଫୋନ କିମ୍ବା କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ ବ୍ୟବହାର କରିପାରିବେ ନାହିଁ। ବିହାର ପୋଲିସ ଅଧିକାରୀଙ୍କ...

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ...

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର...

ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…
Next Post Next post:
ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପଡିଲା ହାତଗଣ୍ଠି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts