‘ସୌଦାଗର’ ‘ଡିସ୍କୋ ଡ୍ୟାନ୍ସର’ ଭଳି ସୁପର୍ହିଟ୍ ଚଳଚ୍ଚିତ୍ରର ନିର୍ଦ୍ଦେଶକ ମାରୁତିରାଓ କାଲେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମାରୁତିରାଓ ୧୦୦ରୁ ଅଧିକ ଚଳଚ୍ଚିତ୍ର ପାଇଁ କାର୍ଯ୍ୟ କରିଥିଲେ। ସେ ‘ଦିଓ୍ବାର୍’, ‘ରୋଟି, କପଡା ଔର ମକାନ’, ‘କଭି କଭି’, ‘ଦୋ ଅନ୍ଜାନେ’, ‘ରଜିଆ ସୁଲତାନ’, ‘ପାକିଜା,’ ‘ଶୋର‘, ‘ପୂରବ୍ ଔର ପଶ୍ଚିମ’, ‘ମେରା ସାୟା’, ‘ୟାଦଗାର ’ଭଳି ଚଳଚ୍ଚିତ୍ର ପାଇଁ ସହକାରୀ କଳା ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ।
ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…
ବମ୍ବେ: ବଲିଉଡ୍ର ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାମ ଏକାଧିକ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଛି। ତନ୍ବଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଜଣେ। ଚଳଚ୍ଚିତ୍ର ‘ବାଜିଗର’ରୁ...
ବାଘ ଖୋଜୁଛନ୍ତି ବିଦ୍ୟା
ଚର୍ଚ୍ଚାରେ ଥିବା ବଲିଉଡ୍ ଫିଲ୍କ ‘ଶେର୍ନି’ର ଟ୍ରେଲର ରିଲିଜ ହୋଇଛି। ଏଥିରେ ବିଦ୍ୟା ବଲାନଙ୍କ ନୂଆ ଅବତାର ଦେଖିବାକୁ ତାଙ୍କ ଫ୍ୟାନ୍ ବେଶ୍ ଉତ୍ସାହିତ ଅଛନ୍ତି।...
କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’
ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି।...
ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ
ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଲକ୍ଡାଉନ୍ ସମୟରେ ବିବାହ କରିଛନ୍ତି। ଏବେ ଏହି କ୍ରମରେ ସାମିଲ ହୋଇଛନ୍ତି ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରସିଦ୍ଧ ଅଭିନେତ୍ରୀ ପ୍ରଣିଥା...
ସାଇକେଲ୍ରେ ବ୍ରେଡ୍-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ
ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...
ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍ଅପ୍ ନେଇ…
ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି...
ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ
ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ...
ହିରୋ ହେବାକୁ ଚାହିଁଥିଲେ ଅମ୍ରୀଶକ ପୁରୀ, ହେଲେ ମିଳିଲା ‘ସୁପର ଭିଲେନ’ ଟ୍ୟାଗ
ଅମ୍ରୀଶ ପୁରୀ, ଯିଏ ବଲିଉଡ୍ର ଜଣାଶୁଣା ଭିଲେନଙ୍କ ମଧ୍ୟରୁ ଅନ୍ୟତମ। ନିଜର ଡାଏଲଗ କହିବା ଶୈଳୀ, ଭୟାନକ ଗେଟଅପ ଏବଂ ଚିତ୍ତାକର୍ଷକ ବ୍ୟକ୍ତିତ୍ୱ ସହିତ ବର୍ଷ...


