E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ
4:16 pmJune 1, 2021

ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍‌ ଉପରକୁ ଯିବା ପୂର୍ବରୁ କନ୍ୟା ରିଭଲଭରରେ ଫାୟାରିଂ କରିଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ପୋଲିସ କନ୍ୟାଙ୍କ ଉପରେ କାର୍ଯ୍ୟନୁଷ୍ଠାନ ନେଇଛି। ସୂଚନାଯୋଗ୍ୟ, ପ୍ରତାପଗଡର ଜେଠଓ୍ବାରା କୋତବାଲୀ ଅନ୍ତର୍ଗତ ଲକ୍ଷ୍ମଣ ପୁରଓ୍ବା ଗ୍ରାମରେ ଏହି ଘଟଣା ଘଟିଥିଲା। ଏଠାରେ ରହୁଥିବା ଗିରିଜା ଶଙ୍କର ପାଣ୍ଡ୍ୟାଙ୍କ ଝିଅ ରୂପାଙ୍କ ବିବାହ ମେ ୩୦ରେ ଅନୁଷ୍ଠିତ ହୋଇଥିଲା। ବରଣମାଳା କାର୍ଯ୍ୟକ୍ରମ ଚାଲିଥିବାବେଳେ ରୂପା ବରଙ୍କ ହାତ ଧରି ଷ୍ଟେଜ୍‌ ଉପରକୁ ଯିବା ପୂର୍ବରୁ ଦାଦାଙ୍କ ହାତରୁ ଏକ ରିଭଲଭର ଆଣି ଫାୟାରିଂ କରିଥିଲେ। ଏହାଦେଖି ଉପସ୍ଥିତ ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହାର ଭିଡିଓ ବିବାହରେ ଉପସ୍ଥିତି ଅତିଥିଙ୍କ ମଧ୍ୟରୁ କେହି ଜଣେ ଶୁଟ୍‌ କରିଥିଲେ। ଏବେ ତାହା ଭାଇରାଲ ହେବାରେ ଲାଗିଛି। ପୋଲିସ ଭିଡିଓ ବିବଷୟରେ ଜାଣି ସମ୍ପୃକ୍ତ କନ୍ୟା ଏବଂ ତାଙ୍କ ଦାଦାଙ୍କ ନାଁରେ ଏକ ମାମଲା ରୁଜୁ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…

ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

‘ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଟୁଇଟର ଉପରେ ଚାପ ପକାଉଛି କେନ୍ଦ୍ର’

କୋଲକାତା,୧୭।୬: ସବୁକିଛିକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଏଥିରେ ବିଫଳ ହେଲେ ସରକାରୀ ସଂସ୍ଥା ମାଧ୍ୟମରେ ଚାପ ପ୍ରୟୋଗ କରାଯାଉଛି। ଟୁଇଟର...

ଇନ୍ଦୋରରେ ଗ୍ରୀନ୍‌ ଫଙ୍ଗସ୍‌

ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍‌ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍‌, ହ୍ବାଇଟ ଓ ୟେଲୋ ଫଙ୍ଗସ୍‌ ପରେ ଏବେ ଗ୍ରୀନ୍‌ ପଙ୍ଗସ୍‌ ଲକ୍ଷଣ...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ମିଶନ ୨୦୨୪କୁ ନେଇ ଚର୍ଚ୍ଚା

ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍‌ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍‌ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ...

ବିବାହର ପ୍ରଥମ ରାତିରେ ଘଟିଲା ଏମିତି ଘଟଣା: ସ୍ବାମୀ କହିଲେ, ମୋ ସହ ହୋଇଛି ଧୋକା

କାନପୁର,୨୦।୬: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ଦମ୍ପତି ନିଜ କିନ୍ନର ସନ୍ତାନକୁ ଶାସ୍ତ୍ରୀ ନଗରର ଜଣେ ଯୁବକଙ୍କୁ ବିବାହ...

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...

ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍‌ ଦେବା ଉଚିତ୍‌ ନୁହେଁ

ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ
Next Post Next post:
ରାଶିଫଳ: ବୁଧବାର, ଜୁନ୍ ୨ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts