E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ: ଜାଣନ୍ତୁ କିଏ ହେବେ ତାଙ୍କ ଜୀବନସାଥୀ
5:35 pmJune 1, 2021

ଲାହୋର,୧।୬: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ କ୍ରିକେଟ ଟିମ୍‌ର ଅଧିନାୟକ ବାବର ଆଜମ। ଏବେ ଦମ୍‌ଦାର ଫର୍ମରେ ଥିବା ବାବର ନୂଆ ଇନିଂସ ଆରମ୍ଭ କରିବାକୁ ପ୍ରସ୍ତୁତ। ଏଥିପାଇଁ ସେ ହଁ ଭରିଛନ୍ତି। ବାବାର ନିଜ ସମ୍ପର୍କୀୟ ଭଉଣୀ(ଦାଦାଙ୍କ ଝିଅ)ଙ୍କୁ ବିବାହ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଉଭୟ ପରିବାର ସହମତି ପ୍ରକାଶ କରିଛନ୍ତି। ଉଭୟ ଆସନ୍ତା ବର୍ଷ ବିବାହ କରିବେ ବୋଲି ଜଣାପଡ଼ିଛି। ଗୋଟିଏ ଦିନ ପୂର୍ବରୁ ପାକିସ୍ତାନର ପୂର୍ବତନ ଅଧିନାୟକ ଅଜହର ଅଲି ତାଙ୍କୁ ବିବାହ କରିବାକୁ ପରାମର୍ଶ ଦେଇଥିଲେ।

ତେବେ ବର୍ତ୍ତମାନର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବାବର ଆଜମଙ୍କୁ ଗଣାଯାଉଛି। ଲଗାତାର ଭାବେ ସେ ଭଲ ଫର୍ମରେ ନଜର ଆସୁଛନ୍ତି। ଏହାଛଡ଼ା ସେ ତିନୋଟି ଯାକ ଫର୍ମାଟରେ ଦଳର ନେତୃତ୍ୱ ନେଉଛନ୍ତି। ନିକଟରେ ତାଙ୍କ ଦଳ ଜିମ୍ବାଓ୍ବେକୁ ଟେଷ୍ଟ ସିରିଜ୍‌ରେ ପରାସ୍ତ କରି ବଡ଼ ସଫଳତା ହାସଲ କରିଥିଲା। ଅଧିନାୟକ ଭାବେ ପ୍ରଥମ ଚାରୋଟି ଟେଷ୍ଟ ମ୍ୟାଚ୍‌ ଜିତିବାରେ ସେ ପ୍ରଥମ ପାକିସ୍ତାନୀ ଅଧିନାୟକ ପାଲଟିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡ ଅଧିନାୟକଙ୍କୁ ଆଉଟ୍‌ କରିବା ପାଇଁ ସୋନୁ ସୁଦ୍‌ଙ୍କୁ ସାହାଯ୍ୟ ମାଗିଲେ ପ୍ରଶଂସକ: ଜବାବ ମିଳିଲା ଏମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌ର ଫଶଇନାଲ୍‌ ଖେଳାଯାଉଛି। ଡବ୍ଲୁଟିଏସି ଫାଇନାଲ୍‌ ପଞ୍ଚମ ଦିନରେ ଦ୍ରୁତ ବୋଲରମାନେ ଟିମ ଇଣ୍ଡିଆକୁ ମ୍ୟାଚକୁ...

ନକ୍‌ଆଉଟ ପର୍ଯ୍ୟାୟରେ ଚିଲି

କୁଇବା, ୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗ୍ରୁପ୍‌ ଏ’ରେ ଖେଳାଯାଇଥିବା ମ୍ୟାଚ୍‌ରେ ଚିଲି ଓ ଲୁଇସ ସୁଆରେଜଙ୍କ ଉରୁଗୁଏ ଦଳ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ...

ଚେସ୍‌ ବିଶ୍ୱକପ୍‌ ପାଇଁ ଗୁଜରାଠୀଙ୍କୁ ଯୋଗ୍ୟତା

ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍‌ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍‌ ବିଶ୍ୱକପ୍‌ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ...

‘ଏମିତି କୁହ ନାହିଁ, ମୋତେ ବହୁତ୍‌ କଷ୍ଟ ହେଉଛି’;କାହିଁକି ଏମିତି କହିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୮।୬: ଟିମ ଇଣ୍ଡିଆର ଅଫ ସ୍ପିନର ଆର ଅଶ୍ୱିନ ତାଙ୍କ ଟୁଇଟ୍‌ରେ ସଞ୍ଜୟ ମଞ୍ଜରେକରଙ୍କୁ ଏକ କଡା ଜବାବ ଦେଇଛନ୍ତି। ଅଶ୍ୱିନ ଟୁଇଟର୍‌ରେ ତାମିଲ ଚଳଚ୍ଚିତ୍ର...

ମିଲ୍‌ଖାଙ୍କ ନାମରେ ଚେୟାର

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍‌ସ ୟୁନିଭର୍ସିଟିରେ ମିଲ୍‌ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା...

ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ) ୨୨ା୬: ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଘରୋଇ ଓ୍ବେଷ୍ଟଇଣ୍ଡିଜକୁ...

ଏସ୍‌ଆର୍‌ ଅନ୍‌ଲାଇନ୍‌ ଚେସ୍‌: ଓମ୍‌ ଆଦିତ୍ୟ ଚାମ୍ପିୟନ

ଭୁବନେଶ୍ୱର,୧।୬(କ୍ରୀଡ଼ା ପ୍ରତିନିଧି): ଏସ୍‌ଆର୍‌ ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୯ତମ ଅନ୍‌ଲାଇନ୍‌ ଚେସ୍‌ରେ ଓମ୍‌ ଆଦିତ୍ୟ ଖାଡଙ୍ଗା ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ

ନୂଆଦିଲ୍ଲୀ,୨୩।୬: ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୋଷ୍ଟ ଓ୍ବାଣ୍ଟେଡ୍‌ ବାଘ ଶିକାରୀ ଗିରଫ
Next Post Next post:
ତାରାତାରିଣୀ ଛକରେ ୩ ଅଟୋକୁ ଧକ୍କା ଦେଲା ବାଲି ଟ୍ରକ୍‌; ପୋଲିସ ଭୟରେ ଡ୍ରାଇଭର ଚମ୍ପଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts