E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…
7:17 pmJune 1, 2021

ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍‌ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୮୦୪ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ତେବେ ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଧିନରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୬୭୫୮କୁ ବୃଦ୍ଧି ପାଇଛି। ଏବେ ୧୧୧୭୪ ଆକ୍ଟିଭ୍‌ କରୋନା କେସ୍‌ ରହିଥିବା ନେଇ ଅପରାହ୍ନରେ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

ଏମ୍‌ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨)...

ନୂଆବଜାର ଅଞ୍ଚଳରେ ବିଦେଶୀ ପକ୍ଷୀ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ସହରସ୍ଥିତ ନୂଆବଜାର ଅଞ୍ଚଳ ଏବେ ବିଦେଶୀ ପକ୍ଷୀଙ୍କ କିଚିରିମିଚିରି ଶବ୍ଦରେ ପ୍ରକମ୍ପିତ ହୋଇଉଠୁଛି। ସହର ନିକଟରେ କୌଣସି ହ୍ରଦ କିମ୍ବା ମୁହାଣ...

ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...

ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ...

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ରାତି ପାହିଲେ ବାହାରିବେ ବରଯାତ୍ରୀ

ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ।...

କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ

ବାରିପଦା ଅଫିସ/ଠାକୁରମୁଣ୍ଡା, ୨୬।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ହାତୀବାରିଠାରେ ନିର୍ମାଣାଧୀନ ବହୁ ପ୍ରତିକ୍ଷୀତ ଦେଓ ମଧ୍ୟମ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ପରୀକ୍ଷାମୂଳକ...

ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହୋଇଥିଲା।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍‌ଜନ ଅଭିନେତା
Next Post Next post:
ଆଇପିଏଲର ବଳକା ମ୍ୟାଚ୍‌ରେ ନ ଖେଳିପାରନ୍ତି ବହୁ ଅନ୍ତର୍ଜାତୀୟ ତାରକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts