E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଏହି ୪ ଗୁଣ ଥିବା ବ୍ୟକ୍ତିଙ୍କ ପାଖରେ ରୁହେ ନାହିଁ ଧନର ଅଭାବ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
10:30 amJune 2, 2021

ସର୍ବଶ୍ରେଷ୍ଠ ବିଦ୍ୱାନମାନଙ୍କ ମଧ୍ୟରୁ ଜଣେ ହେଲେ ଚାଣକ୍ୟ। ସେ ଜଣେ କୁଶଳ ରାଜନୀତିଜ୍ଞ, ସଫଳ ଅର୍ଥଶାସ୍ତ୍ରୀ ଥିଲେ। ତାଙ୍କର ସବୁ ବିଷୟରେ ଜ୍ଞାନ ଥିବା କୁହାଯାଏ। ସେ ନିଜର ନୀତିଶାସ୍ତ୍ରରେ କେଉଁ ଲୋକଙ୍କୁ ନିଜର ଗୁଣ ପାଇଁ ଧନପ୍ରାପ୍ତି ହୋଇଥାଏ ତାହା କହିଛନ୍ତି। ଯେପରିକି:

ଦୟାଳୁ ବ୍ୟକ୍ତି: ଯେଉଁ ବ୍ୟକ୍ତିର ମନରେ ଦୟାଳୁ ଭାବ ଥାଏ ସେ ମନ ପବିତ୍ର ଥାଏ। ଏଣୁ ତାଙ୍କ ଉପରେ ମହାଲକ୍ଷ୍ମୀଙ୍କ କୃପା ସର୍ବଦା ରହିଥାଏ ବୋଲି ଚାଣକ୍ୟ ନୀତିରେ କୁହାଯାଇଛି।

ଦୃଢ଼ ନିର୍ଣ୍ଣୟ କରୁଥିବା ବ୍ୟକ୍ତି: ଯେଉଁ ବ୍ୟକ୍ତି ଦୃଢ଼ ନିର୍ଣ୍ଣୟ କରିଥାନ୍ତି, ତାଙ୍କ ଉପରେ ଲକ୍ଷ୍ମୀଙ୍କ କୃପା ରହିଥାଏ। ଏଭଳି ଲୋକ ନିଜର ମନସ୍ଥିତିକୁ ଯୋଗୁ ସବୁ ସ୍ବପ୍ନକୁ ପୂରଣ କରିପାରନ୍ତି। ତାଙ୍କ ରାସ୍ତାରେ ଯେତେ ବି ବାଧାବିଘ୍ନ ଆସୁନା କାହିଁକି ତାଙ୍କ ଦୃଢ଼ତାକୁ ଭାଙ୍ଗି ପାରେ ନାହିଁ।

ସଚ୍ଚୋଟ ବ୍ୟକ୍ତି: ଯେଉଁ ଲୋକ କାମ କରିବା ସମୟରେ ସଚ୍ଚୋଟ ଥାନ୍ତି, ତାଙ୍କ ପାଖରେ କେବେ ବି ଧନର ଅଭାବ ରହି ନ ଥାଏ। ସଚ୍ଚୋଟତା ଯୋଗୁ ସେ ସବୁ କାର୍ଯ୍ୟରେ ବିଜୟ ହୋଇଥାଏ। ଏଭଳି ବ୍ୟକ୍ତିଙ୍କୁ ସମସ୍ତେ ପସନ୍ଦ କରନ୍ତି ବୋଲି ଚାଣକ୍ୟ କହିଛନ୍ତି।

ପରିଶ୍ରମୀ ଲୋକ: ଯେଉଁ ଲୋକ ପରିଶ୍ରମୀ ହୋଇଥାନ୍ତି ତାଙ୍କ ପାଖରେ କେବେ ହେଲେ ଧନର ଅଭାବ ରହି ନ ଥାଏ। ସେମାନେ ନିଜ ବଳରେ ଭାଗ୍ୟକୁ ପରିବର୍ତ୍ତନ କରିଥାନ୍ତି। ଚାଣକ୍ୟ ଏଭଳି ଲୋକଙ୍କୁ ବେଶ ପସନ୍ଦ ମଧ୍ୟ କରୁଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଗୁଜରାଟୀ ମ୍ୟାଙ୍ଗୋ କଡ଼ି

ଆବଶ୍ୟକ ସାମଗ୍ରୀ ଆମ୍ବ ପ୍ଲପ- ୧ କପ୍‌, ଖଟା ଦହି- ୧ କପ୍‌, ବେସନ- ୨ ବଡ଼ ଚାମଚ, ତେଲ- ୨ ଚାମଚ, ଅଦା- ଖଣ୍ଡେ,...

କେବେହେଲେ ଘରେ ଲଗାନ୍ତୁ ନାହିଁ ଏସବୁ ଗଛ: ଲାଗି ରହିବ ଝଗଡ଼ା, ସ୍ବାସ୍ଥ୍ୟଗତ ସମସ୍ୟାରେ…

ଏପରି କିଛି ବୃକ୍ଷ ରହିଛି ଯାହାକୁ ଘରେ ଲଗାଇବା ଦ୍ୱାରା ନକରାତ୍ମକ ଶକ୍ତି ବୃଦ୍ଧି ପାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି। ଏଣୁ ଏହାକୁ କେବେହେଲେ ଘରେ...

ଜୀବନକୁ ସୁଖମୟ କରିବାରେ ସାହାଯ୍ୟ କରୁଥିବା କିଛି କଥା ସମ୍ପର୍କରେ…

*ଯାହା ‘ପ୍ରାପ୍ତ’ ହୋଇଛି ତାହା ‘ପର୍ଯ୍ୟାପ୍ତ’। ଏହି ଦୁଇଟି ଶବ୍ଦରେ ସୁଖ ହେଉଛି ଅତୁଳନୀୟ। *ଯଦି କେହି ଖୁସି ପାଇଁ କାମ କରନ୍ତି, ତା’ହେଲେ ତାଙ୍କୁ...

ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ

ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି...

କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ

ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ...

ସାଗୁ ଖେଚୁଡ଼ି

ଆବଶ୍ୟକ ସାମଗ୍ରୀସାଗୁ- ୧କପ୍‌, ଆଳୁ- ୧ଟି (ବଡ), ବାଦାମ- ୧ କପ୍‌, କଞ୍ଚା ଲଙ୍କା- ୨ଟି, ଘିଅ- ୨ ଚାମଚ, ଆବଶ୍ୟକ ଅନୁସାରେ ତେଲ ଏବଂ...

ସ୍ମରଣୀୟ କାରଲ ଲ୍ୟାଣ୍ଡଷ୍ଟେନର

୧୯୦୧ ମସିହାରେ ରକ୍ତ ବିଜ୍ଞାନରେ ଏକ ବୈପ୍ଳବିକ ପରିବର୍ତ୍ତନ ଘଟିଥିଲା। ଡା. କାରଲ ଲ୍ୟାଣ୍ଡଷ୍ଟେନର ନିଜ ଶରୀରରୁ ଓ ନିଜ ଅଧୀନରେ ଗବେଷଣା କରୁଥିବା ଗବେଷକଙ୍କ...

ଘରୁ ଦୂରାନ୍ତୁ ମଶା

ଘରେ ମଶା ହେଲେ ଅଧିକାଂଶ ମଶା ମରା କଏଲ୍‌, ଲିକ୍ୱିଡ୍‌, ହିଟ୍‌ ଆଦିର ସାହାଯ୍ୟ ନିଅନ୍ତି । କିନ୍ତୁ ଏସବୁରୁ ନିର୍ଗତ ବିଷାକ୍ତ ଧୂଆଁ ସ୍ବାସ୍ଥ୍ୟୋପକାରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌!
Next Post Next post:
ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts