E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋହଲିଙ୍କ ଘରଠାରୁ ଦୁଇଗୁଣ ମହଙ୍ଗା ଘର; ବାପାଙ୍କଠାରୁ ଦୂରରେ ରହୁଛନ୍ତି ଯୁବରାଜ
10:14 amJune 2, 2021

ଭାରତୀୟ କ୍ରିକେଟ ଟିମ୍‌ର ସୁପରଷ୍ଟାର ଖେଳାଳି ହେଲେ ଯୁବରାଜ ସିଂହ। ବିଶ୍ୱକପ୍‌ରେ ସେ ପ୍ଲେୟାର ଅଫ୍‌ ଦ ଟୁର୍ନାମେଣ୍ଟ ପୁରସ୍କାର ଜିତିଥିଲେ। ତେବେ ଯୁବରାଜ ଯେତିକି ନିଜର ଖେଳ ପାଇଁ ପରିଚିତ ସେତିକି ନିଜର ଜୀବନଚର୍ଯ୍ୟା ପାଇଁ । ବହୁତ କମ୍‌ ଲୋକ ଜାଣନ୍ତି ଯୁବରାଜ ନିଜ ବାପା ଯୋଗରାଜ ସିଂହଙ୍କଠାରୁ ଦୂରରେ ରୁହନ୍ତି। ମୁମ୍ବାଇରେ ତାଙ୍କର ସୁନ୍ଦର ଘର ରହିଛି।

ବର୍ଲିରେ ଯୁବରାଜଙ୍କ ୧୯୭୩ ଟାଓ୍ବାର୍ସ ନାମରେ ଆପାର୍ଟମେଣ୍ଟ ରହିଛି। ଏହି ଆପାର୍ଟମେଣ୍ଟ ସି ବିଗ୍‌ରେ ୨୯ ମହଲାରେ ରହିଛି। ଏହି ବିଲ୍ଡିଂରେ ଅଧିନାୟକ ବିରାଟ କୋହଲିଙ୍କର ମଧ୍ୟ ଏକ ଫ୍ଲାଟ ରହିଛି। ବିରାଟ ୩୫ତମ ମହଲାରେ ରୁହନ୍ତି। ତେବେ ଯୁବରାଜ ୨୯ତମ ମହଲାକୁ ପୁରା କିଣିଛନ୍ତି। ଏହି ମହଲାରେ ଦୁଇଟି ଫ୍ଲାଟ୍‌ ରହିଛି। ୪୦ହଜାର ବର୍ଗଫୁଟ ଅଞ୍ଚଳରେ ଏହି ଆପାର୍ଟମେଣ୍ଟ ରହିଛି। ୨୦୧୫ରେ ୬୪ କୋଟି ଟଙ୍କାରେ ଏହାକୁ ସେ କିଣିଥିଲେ। ବିରାଟଙ୍କ ଘର ୩୦ କୋଟିର ଥିବା ବେଳେ ଦୁଇଗୁଣା ଅଧିକ ଟଙ୍କାରେ ଯୁବରାଜ ଏହାକୁ କିଣିଛନ୍ତି। ସ୍ତ୍ରୀ ହେଜଲଙ୍କ ସହ ଏଠାରେ ଯୁବରାଜ ରୁହନ୍ତି। କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେବା ପରେ ସେ ଏବେ ଏଠାରେ ସମୟ କାଟୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି।...

ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌: ୧୦୦ ମିଟର ଫାଇନାଲରେ ଅମିୟ

ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଏସ୍‌ଏନ୍‌ଆଇଏସ୍‌)ଠାରେ ଆରମ୍ଭ...

ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍‌

କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...

ଏମିତି ଫଟୋ ଛାଡିଲେ ଜାଡେଜା: ପ୍ରଶଂସକ କଲେ ସନ୍ଦେହ

ଲଣ୍ଡନ,୮।୬: ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଇଂଲଣ୍ଡର ଟିମ ଇଣ୍ଡିଆ ସହିତ ଅଛନ୍ତି ଏବଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ (ଡବ୍ଲୁଟିସି ଫାଇନାଲ) ପାଇଁ ପ୍ରସ୍ତୁତ...

ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା

ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...

ଅମୋଲ ମଜୁମ୍‌ଦାର ମୁମ୍ବାଇ କୋଚ୍‌ ନିଯୁକ୍ତ

ମୁମ୍ବାଇ, ୨ା୬(ପି.ଟି.)-ରଣଜୀ ଟ୍ରଫି କିମ୍ବଦନ୍ତୀ ତଥା ପୂର୍ବତନ ମୁମ୍ବାଇ ଅଧିନାୟକ ଅମୋଲ ମଜୁମ୍‌ଦାର ଆସନ୍ତା ଘରୋଇ ସିଜନ ପାଇଁ ମଙ୍ଗଳବାର ସିନିୟର ଦଳର କୋଚ୍‌ ଭାବେ...

ଟିମ୍‌ ଇଣ୍ଡିଆର ୩ ବ୍ୟାଟ୍ସ୍‌ମ୍ୟାନ୍‌ ଆଇସିସିର ଟପ୍‌ ୧୦ରେ…

ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍‌ରେ ଭାରତ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍‌ ର଼୍ୟାଙ୍କିଙ୍ଗ୍‌...

ଟିମ୍‌ ଇଣ୍ଡିଆରେ ହୋଇପାରେ ଏସବୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୬।୬: ଆମକୁ ଦିନିକିଆ ଭଳି ଟେଷ୍ଟରେ ମଧ୍ୟ ଦଳର ଆବଶ୍ୟକତା ଅନୁଯାୟୀ ଖେଳି ପାରୁଥିବା ଖେଳାଳି ଦରକାର। ବିଶ୍ୱ ଟେଷ୍ଟ ଚାମ୍ପିୟନ ଫାଇନାଲରେ ପରାଜୟ ପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡୋମିନିକାରେ ୮ ଜଣିଆ ଟିମ୍‌
Next Post Next post:
ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌!

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts