E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବଲିଉଡ୍‌ ଅଭିନେତାଙ୍କ ଘରୁ ଚୋରି
10:03 pmJune 1, 2021

ମୁମ୍ବାଇ, ୧।୬: ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍‌କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ ଚୋରି ହୋଇଛି। ଚୋରି ବେଳର ସିସିଟିଭି ଫୁଟେଜ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଭିଡିଓରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ଲୁଚି ଲୁଚି ଘରେ ପ୍ରବେଶ କରୁଥିବା ଦେଖିବାକୁ ମିଳୁଛି। ଉକ୍ତ ବ୍ୟକ୍ତି ତାଙ୍କ ଘରେ ଥିବା ଟଙ୍କା ଲୁଟି ନେଇଛନ୍ତି। ଯଥା ଶୀଘ୍ର ଚୋରକୁ ଧରିବା ପାଇଁ ମୁମ୍ବାଇ ପୋଲିସକୁ ଅନୁରୋଧ କରିଛନ୍ତି କେଆର୍‌କେ।

ଟୁଇଟରରେ କିଛି ଫଟୋ ଶେୟାର କରି କ୍ୟାପଶନରେ ଲେଖିଛନ୍ତି, ଗତ ରାତିରେ ଏହି ବ୍ୟକ୍ତି ମୋ ଘରେ ପଶି ଆସିଥିଲା। ସେଫ୍‌ ଭାଙ୍ଗି ସମସ୍ତ ଟଙ୍କା ନେଇଯାଇଛି। ଆଶା କରୁଛି ମୁମ୍ବାଇ ପୋଲିସ ଶୀଘ୍ର ଚୋରଙ୍କୁ ଧରିବେ। ସେ ଆଉ ଏକ ଟୁଇଟ୍‌ରେ ଲେଖିଛନ୍ତି, ମୋତେ ଡରାଇବା ପାଇଁ ଗୁଣ୍ଡା ଏଭଳି କରିଥାଇପାରନ୍ତି। କିନ୍ତୁ ମୁଁ ସେମାନଙ୍କୁ ଡରୁ ନାହିଁ। ସେମାନଙ୍କୁ ପ୍ରତ୍ୟେକ ଦିନ ମୋ ଘର ଭାଙ୍ଗିବାକୁ ଦିଅ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...

ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର

ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ...

ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…

ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ଦଳ ଛାଡିଲେ ଆଉ ଜଣେ କଂଗ୍ରେସ ନେତା: ରାହୁଲଙ୍କୁ କଲେ ଟାର୍ଗେଟ

ଗୁଆହାଟୀ,୧୮।୬: କଂଗ୍ରେସରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଯୁବ ନେତା ସବୁ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଏବେ ଆସାମ ବିଧାୟକ ରୂପଜ୍ୟୋତି...

ବିବାହ କରିବାକୁ ଜିଦ୍‌ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ

ଆମେଠି,୨୧।୬: ଉତ୍ତରପ୍ରଦେଶର ଆମେଠିରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଏକ ଅନନ୍ୟ ବିବାହ ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବ୍ୟକ୍ତି ବିବାହ କରିବାକୁ...

୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା...

ଟିକାଦାନ ଏବେ ଭୋଟ୍‌ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟି୨୦ ବିଶ୍ୱକପ୍‌: ୨୮ ସୁଦ୍ଧା ନିଷ୍ପତ୍ତି
Next Post Next post:
ଦିନିକିଆ ବିଶ୍ୱକପ୍‌ରେ ଖେଳିବେ ୧୪ ଦଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts