E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଦିନିକିଆ ବିଶ୍ୱକପ୍‌ରେ ଖେଳିବେ ୧୪ ଦଳ
10:31 pmJune 1, 2021

ନୂଆଦିଲ୍ଲୀ, ୧।୬: ୨୦୨୭ ଓ ୨୦୩୧ ଦିନିକିଆ ବିଶ୍ୱକପ୍‌ରେ ୧୪ ଦଳକୁ ସାମିଲ କରାଯିବ। ଏ ନେଇ ଅନ୍ତର୍ଜାତୀୟକ କ୍ରିକେଟ କାଉନ୍‌ସିଲ (ଆଇସିସି) ପକ୍ଷରୁ ମଙ୍ଗଳବାର କୁହାଯାଇଛି। ଆଇସିସି ବୋର୍ଡ ମିଟିଂ ପରେ ପ୍ରକାଶ ପାଇଛି ୨୦୨୪ରୁ ୨୦୩୧ ପର୍ଯ୍ୟନ୍ତ ବିଶ୍ୱ ସ୍ତରୀୟ ଇଭେଣ୍ଟର କାର୍ଯ୍ୟସୂଚୀ। ପରବର୍ତ୍ତୀ ୨୦୨୪ରୁ ୨୦୩୦ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ୨୦ ଦଳ ଭାଗନେବେ। ଏଣୁ ପ୍ରତ୍ୟେକ ଇଭେଣ୍ଟରେ ମ୍ୟାଚ୍‌ ସଂଖ୍ୟା ୫୫କୁ ବୃଦ୍ଧି ପାଇବ। ୮ଟି ଦଳକୁ ନେଇ ଖେଳାଯାଉଥିବା ମିନି ବିଶ୍ୱକପ୍‌ ଭାବେ ଜଣାଶୁଣା ଚାମ୍ପିୟନ୍ସ ଟ୍ରଫି ୨୦୨୫ ଓ ୨୦୨୯ରେ ଖେଳାଯିବ।

୨୦୨୭ ବିଶ୍ୱକପ୍‌ରେ ୧୪ ଦଳକୁ ସାମିଲ କରାଯିବା ସମ୍ପର୍କରେ ମଙ୍ଗଳବାର ଅନୁଷ୍ଠିତ ଆଇସିସି ବୋର୍ଡ ମିଟିଂରେ ନିଷ୍ପତ୍ତି ହୋଇଛି। ଏହା ଦ୍ୱାରା ଦ୍ରୁତ ଗତିରେ କ୍ରିକେଟର ପ୍ରସାର ହୋଇପାରିବ। ୧୦ ଦଳ ବିଶିଷ୍ଟ ଫର୍ମାଟ ସଫଳ ଥିଲେ ହେଁ ଏହି କ୍ରିକେଟର ପ୍ରସାର ଉଦ୍ଧେଶ୍ୟ ପୂରଣ କରି ନ ଥିଲା ବୋଲି ଆଇସିସି ପକ୍ଷରୁ କୁହାଯାଇଛି।

ଅନ୍ତିମ ଥର ୨୦୦୭ ବିଶ୍ୱକପ୍‌ରେ ୧୪ ଦଳ ଭାଗନେଇଥିଲେ। ସମାନ ଫର୍ମାଟରେ ଖେଳାଯାଇଥିଲା ୧୯୯୯ ଓ ୨୦୦୩ ସଂସ୍କରଣ। କିନ୍ତୁ ୨୦୦୭ରେ ଭାରତ ଗ୍ରୁପ ପର୍ଯ୍ୟାୟରୁ ବିଦାୟ ନେବା ପରେ ୧୪ ଦିଳ ବିଶିଷ୍ଟ ଫର୍ମାଟକୁ ରୋକି ଦିଆଯାଇଥିଲା। କ୍ୱାର୍ଟର ଫାଇନାଲ ଭିତ୍ତିରେ ଖେଳାଯାଇଥିଲା ୨୦୧୧ ଓ ୨୦୧୫ ବିଶ୍ୱକପ୍‌। ୨୦୧୯ ସଂସ୍କରଣରେ ମାତ୍ର ୧୦ ଦଳ ଭାଗ ନେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ବ୍ୟାଟ୍‌ ଛାଡି ମାଇକ୍‌ ଧରିବେ ଏହି କ୍ରିକେଟର୍‌

ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍‌ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ...

ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୬।୬: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ...

ଟିମ୍‌ ଇଣ୍ଡିଆର ଅଧିନାୟକ ହେବାକୁ ଚାହୁଁଥିଲେ ଏହି ମହାନ ଖେଳାଳି

ନୂଆଦିଲ୍ଲୀ, ୧୦।୬: ଦୁଇ ଦୁଇ ଥର ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ ଯୁବରାଜ ସିଂ (ଯୁବି)। ଅନେକ ଥର ମ୍ୟାଚ୍‌ ବିଜୟୀ...

ସ୍କ୍ବାର୍ଜମ୍ୟାନ, ମେଡଭେଡେଭ ତୃତୀୟ ରାଉଣ୍ଡରେ

ପ୍ୟାରିସ, ୪।୬-ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ଡିଏଗୋ ସ୍କ୍ବାର୍ଜମ୍ୟାନ, ଡାନିଏଲ ମେଡଭେଡେଭ ପ୍ରମୁଖ ନାମୀ ଖେଳାଳିମାନେ ବିଜୟୀ...

ଓ୍ବିମ୍ବେଲଡନରୁ ଓହରିଲେ, ଅଲିମ୍ପିକ୍ସରେ ଭାଗନେବେ ଓସାକା

ଲଣ୍ଡନ,୧୯ା୬(ଏପି)-ଚାରିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଓମି ଓସାକା ଓ୍ବିମ୍ବେଲଡନରୁ ଓହରିଯିବେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ମହିଳା ଟେନିସ ଖେଳାଳିଙ୍କ ଏଜେଣ୍ଟ ଷ୍ଟୁଆର୍ଟ ଡଗୁଇଡ୍‌ ଏହି...

ରାହୁଲ ଦ୍ରାଭିଡ ନା ବାପା, କାହା କଥା ଆଗ ମାନିବେ କ୍ରିକେଟର୍‌ ଶୁଭମନ ଗିଲ୍‌: ମିଳିଲା ରୋଚକ ଉତ୍ତର

ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ରାହୁଲ ଦ୍ରାବିଡଙ୍କ କୋଚିଂ ଶୈଳୀକୁ ଏକ ବଡ଼ କଥା କହିଛନ୍ତି। ରାହୁଲ ଦ୍ରାବିଡ ଅନ୍ୟ କୋଚମାନଙ୍କଠାରୁ କିପରି...

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...

ପେରେଜଙ୍କୁ ଦ୍ୱିତୀୟ ଫର୍ମୁଲା ଓ୍ବାନ ଟାଇଟଲ

ବାକୁ, ୭ା୬: ରେଡ୍‌ ବୁଲ୍‌ର ସର୍ଗିଓ ପେରେଜ ଆଜରବୈଜାନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଆଷ୍ଟନ ମାର୍ଟିନର ସେବାଷ୍ଟିଆନ ଭେଟେଲ ଓ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଲିଉଡ୍‌ ଅଭିନେତାଙ୍କ ଘରୁ ଚୋରି
Next Post Next post:
ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts