E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ବୋପାନ୍ନା-ସ୍କୁଗୋର ଦ୍ୱିତୀୟ ରାଉଣ୍ଡରେ
8:46 amJune 2, 2021

ପ୍ୟାରିସ୍‌, ୨ା୬ (ପି.ଟି.)-ଭାରତର ରୋହନ ବୋପାନ୍ନା ଓ କ୍ରୋଏସିଆର ଫ୍ରାଙ୍କୋ ସ୍କୁଗୋର ଫ୍ରେଞ୍ଚ ଓପନ୍‌ ଟେନିସ୍‌ ପୁରୁଷ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ପ୍ରଥମ ରାଉଣ୍ଡରେ ଏହି ଯୋଡ଼ି ଜର୍ଜିଆର ନିକୋଲୋଜ୍‌ ବାସିଲାସ୍‌ଭିଲି ଓ ଜର୍ମାନୀର ଆନ୍ଦ୍ରେ ବେଜିମାନଙ୍କୁ ସିଧାସଳଖ ସେଟ୍‌ରେ ହରାଇ ଦେଇଥିଲେ। ଟୁର୍ନାମେଣ୍ଟ ଓପନରରେ ଇଣ୍ଡୋ-କ୍ରୋଟ୍‌ ଯୋଡ଼ି ବିପକ୍ଷ ଯୋଡ଼ିଙ୍କୁ ଏକ ଘଣ୍ଟା ଏକ ମିନିଟ ଏବଂ ୬-୪, ୬-୨ ସେଟ୍‌ରେ ପରାସ୍ତ କରିଥିଲେ। ବୋପାନ୍ନା ଓ ସ୍କୁଗୋର ପ୍ରଥମ ସେଟ୍‌ରେ ଥରେ ଏବଂ ଦ୍ୱିତୀୟ ସେଟ୍‌ରେ ଦୁଇଥର ବ୍ରେକ୍‌ ଦେଇଥିଲେ। ବୋପାନ୍ନା ଓ ସ୍କୁଗାର ପରବର୍ତ୍ତୀ ରାଉଣ୍ଡରେ ଆମେରିକୀୟ ଯୋଡ଼ି ନିକୋଲାସ ମନରୋ ଏବଂ ଫ୍ରାନ୍‌ସେସ୍‌ ଟିଆଫୋ ଏବଂ ୮ମ ସିଡ୍‌ ବ୍ରାଜିଲର ମାର୍ସେଲୋ ମେଲୋ ଏବଂ ପୋଲାଣ୍ଡର ଲୁକାଜ କୁବୋଟଙ୍କ ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ରାଉଣ୍ଡ ମ୍ୟାଚର ବିଜେତାଙ୍କୁ ଭେଟିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ମନୀଷ କୁମାର ଜାତୀୟ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍‌ ଶର୍ମା: କୋହଲି ଦେଲେ ବଡ଼ ଖବର

ଭାରତୀୟ କ୍ରିକେଟ ଦଳ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର୍‌ ଫାଇନାଲ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଷ୍ଟାର୍‌ କ୍ରିକେଟର୍‌ ରୋହିତ ଶର୍ମା। ଜୁନ ୧୮ରୁ ୨୨...

ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...

ଡବ୍ଲୁଟିସି ଫାଇନାଲ୍‌ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍‌ ରାଶି ଠାରୁ ବି କମ୍‌

ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ...

ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ...

ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍‌ କଲେ ଖୁଲାସା

ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ମହିଳା ଦଳ ଜୁନ୍‌...

ଫ୍ରେଞ୍ଚ୍‌ ଓପନ ଟେନିସ: ସିତ୍‌ସିପାସଙ୍କ ବିଜୟ ଅଭିଯାନ

ପ୍ୟାରିସ, ୧।୬-ଏଠାରେ ଚାଲିଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦିବସରେ ଷ୍ଟିଫାନୋସ ସିତ୍‌ସିପାସ, ଡାନିଲ ମେଡ୍‌ଭେଡେଭ୍‌, ଜାନିକ ସିନେର ପ୍ରମୁଖ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର
Next Post Next post:
ଅମୋଲ ମଜୁମ୍‌ଦାର ମୁମ୍ବାଇ କୋଚ୍‌ ନିଯୁକ୍ତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts