E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ
9:50 amJune 2, 2021

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୪୦ ମୃତକଙ୍କ ମଧ୍ୟରୁ ଅନୁଗୋଳ, କଟକ, କଳାହାଣ୍ଡି ଓ ଖୋର୍ଦ୍ଧା ଜିଲାରୁ ୫ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଝାରସୁଗୁଡ଼ାରୁ ୪, ବୌଦ୍ଧ ଓ ରାୟଗଡ଼ାରୁ ୩ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ଦେବଗଡ଼, ସମ୍ବଲପୁର ଓ ନବରଙ୍ଗପୁର ଜିଲାରୁ ୨ ଜଣ ଲେଖାଏ ଏବଂ ବାଲେଶ୍ୱର, ଢେଙ୍କନାଳ, ଯାଜପୁର ଓ ମାଲକାନଗିରିରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ମୃତ୍ୟୁ ଘଟିଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...

ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍‌-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ...

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...

ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...

ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ

ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି।...

ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ...

ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା
Next Post Next post:
ଅରୁଣ ମିଶ୍ର ହେବେ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts