ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ ତଥ୍ୟ ମାଗିଛନ୍ତି। ଜେଲ୍ରେ କେତେ ବନ୍ଦୀ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ତାହାର ରିପୋର୍ଟ ମଧ୍ୟ ମାଗିଛନ୍ତି ଜଷ୍ଟିସ୍ ଏଲ୍. ନାଗେଶ୍ୱର ରାଓ ଏବଂ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଅବକାଶ କାଳୀନ ଖଣ୍ଡପୀଠ।
ସଂକ୍ରମଣ ବଢ଼ିଚାଲିଥିବାବେଳେ ଜେଲ୍କୁ ଭିଡ଼ମୁକ୍ତ କରିବା ପାଇଁ ବନ୍ଦୀମାନଙ୍କୁ ଅନ୍ତରୀଣ ଜାମିନ ଦେବା କିମ୍ବା ପାରୋଲରେ ଛାଡ଼ିବା ଲାଗି ସର୍ବୋଚ୍ଚ ଅଦାଲତ ଗତମାସରେ ନିର୍ଦ୍ଦେଶ ଦେଇଥିଲେ। ଗତବର୍ଷ ମହାମାରୀ ବେଳେ ଯେଉଁ କଏଦୀମାନଙ୍କୁ ଜାମିନ କିମ୍ବା ପାରୋଲ ମିଳିଥିଲା, ସେମାନଙ୍କୁ ତୁରନ୍ତ ମୁକ୍ତ କରାଯାଉ ବୋଲି ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମେ’ ୭ରେ କହିଥିଲେ।
Posted inକରୋନା ଭାଇରସ୍, ଜାତୀୟ View All
ଭାକ୍ସିନ୍ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...
ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍
ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଖୋଳତାଡ଼ କରୁଛି। ଗୁରୁବାର ଔଷଧ...
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ...
‘ପାକ୍ ସହ ଆଲୋଚନା କରୁ କେନ୍ଦ୍ର’
ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ...
୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...
ବାଇକ୍ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…
ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍ ରାସ୍ତା ଉପରକୁ ଚାଲି...
ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା
ଗୁଆହାଟୀ,୪।୬: ଆସାମରେ କୋଭିଡ୍ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ...
ଅରୁଣ ମିଶ୍ର ହେବେ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ
ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...


