E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଅଣ୍ଡା ଖାଇ ଟ୍ରୋଲ୍‌ ହେଲେ ବିରାଟ କୋହଲି
10:03 amJune 2, 2021

ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ ଅନେକ ପ୍ରକାରର ପ୍ରଶ୍ନ ପଚାରିଥିଲେ। ତାଙ୍କ ଡାଏଟ ଠାରୁ ଆରମ୍ଭ କରି ଝିଅ ବିଷୟରେ ପ୍ରଶ୍ନ ପଚାରିଥିଲେ। ଜଣେ ପ୍ରଶଂସକ ପଚାରିଥିଲେ ତାଙ୍କର ଡାଏଟ କ’ଣ ଖାଆନ୍ତି? ସେ ଉତ୍ତର ଦେଇଥିଲେ ଯେ, ସେ ବହୁତ ପନିପରିବା, କିଛି ଅଣ୍ଡା, ୨ କପ କଫି, ଡାଲି, କିନୋଆ, ଦୋସା ପସନ୍ଦ କରନ୍ତି, କିନ୍ତୁ ଏସବୁ ସୀମିତ ପରିମାଣରେ ଖାଆନ୍ତି ବୋଲି ସେ କହିଥିଲେ।
ବିରାଟ କୋହଲି ତାଙ୍କ ଖାଦ୍ୟରେ ଅଣ୍ଡା ଖାଇବା କଥା କହି ସେ ସୋସିଆଲ ମିଡିଆରେ ଟ୍ରୋଲ ହେବା ଆରମ୍ଭ କଲେ। ୟୁଜର୍ସମାନେ ତାଙ୍କୁ ଟ୍ରୋଲ୍‌ କହିଥିଲେ ଯେ, ସେ ନିଜକୁ ଶାକାହାରୀ ବୋଲି କୁହନ୍ତି, ତେବେ ସେ କିପରି ଅଣ୍ଡା ଖାଉଛନ୍ତି? କୋହଲି ଏବେ ମୁମ୍ବାଇରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି, ବିରାଟ କୋହଲି ଟ୍ରୋଲରମାନଙ୍କୁ ଉତ୍ତର ଦେଇଛନ୍ତି। ସେ ଟୁଇଟର୍‌ କରି ଲେଖିଛନ୍ତି, ମୁଁ କେବେବି ଶାକାହାରୀ ବୋଲି ଦାବି କରି ନାହିଁ। ଶାକାହାରୀ ହେବାକୁ ସର୍ବଦା ଚେଷ୍ଟା କରୁଛି। ଏକ ଦୀର୍ଘ ନିଶ୍ୱାସ ନିଅ ଏବଂ ପନିପରିବା ଖାଅ। ଟିମ ଇଣ୍ଡିଆ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ପାଇଁ ପ୍ରସ୍ତୁତ ହେଉଛି । ଦଳ ଜୁନ ୨ରେ ଇଂଲଣ୍ଡ ଯାଉଛି। ଏହି ଦଳରେ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ପଡିବ।

I never claimed to be vegan. Always maintained I'm vegetarian. Take a deep breath and eat your Veggies (if you want 😉)💪😂✌️

— Virat Kohli (@imVkohli) June 1, 2021


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ରିଜର୍ଭ ଡେ’ରେ ସେଟ୍‌ ହୋଇସାରିଥିବା ରିଷଭ ପନ୍ତ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଷ୍ଟେପ ଆଉଟ୍‌ କରି ବଡ଼...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ସଫଳତମ ବୋଲର ଅଶ୍ୱିନ

ସାଉଥାମ୍ପଟନ,୨୫।୬ (ପି.ଟି.) : ଭାରତୀୟ ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଆଉ ଏକ ବଡ଼ଧରଣର ସଫଳତା ହାସଲ କରିଛନ୍ତି। ୨୦୧୯-୨୧ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌...

ଡବ୍ଲୁଟିସି ଫାଇନାଲ୍‌ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍‌ ରାଶି ଠାରୁ ବି କମ୍‌

ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ...

ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍‌ କଲେ ଖୁଲାସା

ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ମହିଳା ଦଳ ଜୁନ୍‌...

ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ...

ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ

କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ...

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ହେଲେ ମାଷ୍ଟର ବ୍ଲାଷ୍ଟର…

ନୂଆଦିଲ୍ଲୀ,୨୦।୬: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍‌ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ...

କୋପା ଆମେରିକା: କରୋନା ପ୍ରୋଟୋକଲ ଉଲ୍ଲଂଘନକୁ ଚିଲି ମାନିଲା

ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ କରୋନା ଭାଇରସ୍‌ ପ୍ରୋଟୋକଲ ଉଲ୍ଲଂଘନ କଥା ଚିଲି ସ୍ବୀକାର କରିଛି। ଚିଲି ଦଳରେ କେତେଜଣ ଖେଳାଳି ନିୟମାବଳୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ
Next Post Next post:
ଚାଇନା ବ୍ଲଗରଙ୍କୁ ୮ ମାସ ଜେଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts