E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ
10:07 amJune 2, 2021

ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍‌ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା ଏବଂ ସୁରକ୍ଷା ସମ୍ବନ୍ଧିତ ସମସ୍ତ ଅନ୍ତର୍ଜାତୀୟ ମାନଦଣ୍ଡ ପୂରଣ କରୁଥିବା ନେଇ ଡବ୍ଲ୍ୟୁଏଚ୍‌ଓର ଏହି ପଦକ୍ଷେପରୁ ନିଶ୍ଚିତ ହୋଇଛି। ଗତ ମାସରେ ଚାଇନା ଟିକା ସିନୋଫାର୍ମକୁ ଡବ୍ଲ୍ୟୁଏଚ୍‌ଓ ଜରୁରିକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦେଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

ସ୍କେଟିଂରେ ସଚେତନତା

ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧...

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

ବନ୍ଦ ହେବ ଓ୍ବିଣ୍ଡୋଜ୍‌ ୧୦

ଜୁନ୍‌ ୨୪ରେ ଅପରେଟିଂ ସିଷ୍ଟମ୍‌ ଓ୍ବିଣ୍ଡୋଜ୍‌ର ନୂଆ ଭର୍ସନ ଆସିଯିବ। ପରେ ୨୦୨୫ ଅକ୍ଟୋବରରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍‌ ୧୦ ସପୋର୍ଟକୁ ବନ୍ଦ କରିଦିଆଯିବ ବୋଲି...

ଡୋଜ୍‌ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…

ଓ୍ବାଶିଂଟନ/ଲଣ୍ଡନ/ନୂଆଦିଲ୍ଲୀ,୧୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ର ଦୁଇ...

ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ...

ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା

ନୂଆଦିଲ୍ଲୀ,୨ା୬: କୋଭିଡ୍‌-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ...

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚାଇନା ବ୍ଲଗରଙ୍କୁ ୮ ମାସ ଜେଲ
Next Post Next post:
ଡୋମିନିକାରେ ୮ ଜଣିଆ ଟିମ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts