E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ନୂଆ ଭାରିଆଣ୍ଟ୍‌ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…
11:20 amJune 2, 2021

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଭୂତାଣୁର ରୂପ ବଦଳିଲେ ଯେଉଁ ନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେବ ତାହାଦ୍ୱାରା ଦେଶର ୩ ପ୍ରତିଶତ ଶିଶୁଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବ। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡ଼ିବ ବୋଲି ଆୟୋଗର ସଦସ୍ୟ ବି.କେ. ପଲ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହେଉଥିବା ଶିଶୁଙ୍କଠାରେ ମଲ୍ଟି ସିଷ୍ଟମ୍‌ ଇନଫ୍ଲାମେଟ୍ରି ସିଣ୍ଡ୍ରୋମ୍‌ ସୃଷ୍ଟି ହେବାର ଯଥେଷ୍ଟ ଆଶଙ୍କା ରହିଛି। ଏହାଦ୍ୱାରା ସ୍ଥିତି ସଙ୍କଟ ଜନକ ହେବ ବୋଲି ସେ କହିଛନ୍ତି। ଶିଶୁଙ୍କଠାରେ ପ୍ରଥମେ ଜ୍ୱର,କାଶ ଏବଂ ଥଣ୍ଡା ହୋଇ ନିମୋନିଆ ସ୍ଥିତି ସୃଷ୍ଟି ହେବ ବୋଲି ସେ କହିଛନ୍ତି। କେତେକ ଶିଶୁଙ୍କଠାରେ କରୋନାରୁ ସୁସ୍ଥ ହେବାପରେ ୨ରୁ ୬ ସପ୍ତାହ ମଧ୍ୟରେ ପୁଣି ଥରେ ଜ୍ୱର ହେଉଥିବା ସେ ଚେତାବନୀ ଦେଇଛନ୍ତି। କରୋନାର ତୃତୀୟ ଲହର ଶିଶୁଙ୍କ ପାଇଁ ଘାତକ ସାବ୍ୟସ୍ତ ହେବାର ଆଶଙ୍କ ଥିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଏଲ୍‌ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ

ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ...

ପ୍ରଥମ ଡୋଜ୍‌ ଟିକାକରଣ: ଆମେରିକାକୁ ଟପିଲା ଭାରତ

ନୂଆଦିଲ୍ଲୀ, ୪।୬: କୋଭିଡ୍‌-୧୯ ଟିକା ପ୍ରଥମ ଡୋଜ୍‌ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍‌ ଦିଆଯାଇଥିବା ବେଳେ ଭାରତରେ...

ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି

ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର...

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ...

ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ

ଆଇଜୋଲ୍‌,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ...

ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା

ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ...

ସୋନିଆଙ୍କୁ ଭେଟିଲେ ଷ୍ଟାଲିନ

ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍‌କେ-କଂଗ୍ରେସ...

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
Next Post Next post:
ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts