ମୁମ୍ବାଇ: ବି-ଟାଉନର ଲଭ୍ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍ଙ୍କୁ ଲକ୍ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍ରେ ବାହାରିଥିବା ବେଳେ ମୁମ୍ବାଇ ପୋଲିସ ତାଙ୍କୁ ଅଟକାଇଦେଇଥିଲେ। ହେଲେ ପରେ ପୋଲିସ ତାଙ୍କୁ ଛାଡ଼ିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବେଶ୍ କିଛି ଦିନରୁ ଅଭିନେତା ଟାଇଗର ଓ ଅଭିନେତ୍ରୀ ଦିଶା ପଟାନୀ ଦୁହେଁ ଦୁହିଁଙ୍କୁ ଡେଟ୍ କରୁଛନ୍ତି। ପ୍ରାୟ ସମୟରେ ଦୁହିଁଙ୍କୁ ଏକାଠି ସ୍ପଟ ମଧ୍ୟ କରାଯାଇଛି। ତେବେ ମଙ୍ଗଳବାର ଟାଇଗର ଓ ଦିଶା ନିଜର ଜିମ୍ ସାରି ଡ୍ରାଇଭ୍ରେ ବାହାରିଥିଲେ। ବାନ୍ଦ୍ରାରେ ଡ୍ରାଇଭ୍ କରୁଥିବା ସମୟରେ ପୋଲିସ ତାଙ୍କୁ ଅଟକାଇଦେଇଥିଲା। ଏହି ସମୟରେ ଦିଶା ଗାଡ଼ିର ସମ୍ମୁଖ ସିଟ୍ରେ ବସିଥିବା ବେଳେ ଟାଇଗର ପଛ ସିଟ୍ରେ ବସିଥିଲେ। ପୋଲିସ ସେମାନଙ୍କର ଆଧାରକାର୍ଡ, ଲାଇସେନ୍ସ ଓ ଗାଡ଼ିର ଅନ୍ୟ କାଗଜପତ୍ର ଯାଞ୍ଚ କରିବା ପରେ ଛାଡ଼ିଦେଇଥିବା ସୂଚନା ରହିଛି।
ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..
ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...
ଶୁଟିଂ ସେଟ୍ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ
୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା...
ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…
ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ...
କବୀର ସିଂର ଦୁଇ ବର୍ଷ ପରେ ସାହିଦ୍ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…
ବଲିଉଡ୍ ଅଭିନେତା ସାହିଦ କପୁର ଏଯାବତ୍ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା।...
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
‘ଭାଗ୍ ମିଲ୍ଖା ଭାଗ୍’ ପାଇଁ ଟଙ୍କାଏ ପାଉଣା ନେଇଥିଲେ ‘ଫ୍ଲାଇଂ ଶିଖ୍’
ବମ୍ବେ: ଭାରତର ମହାନ ଧାବକ ମିଲ୍ଖା ସିଂହଙ୍କ ପରଲୋକକୁ ନେଇ ଶୋକରେ ବୁଡ଼ିଛି ପୁରା ଦେଶ। ଚାରି ଚାରି ଥରେ ସ୍ବର୍ଣ୍ଣ ପଦକ ବିଜେତା ଥିବା...
ବିଗ୍ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ
ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା...
ଦୁଇଦୁଇ ଥର ମୃତ୍ୟୁକୁ ଅତି ପାଖରୁ ଦେଖିଛନ୍ତି ଏହି ଅଭିନେତ୍ରୀ
ଫିଲ୍ମରେ ଅଭିନେତ୍ରୀମାନେ ଅନେକଥର ଗୁରୁତର ଦୁର୍ଘଟଣାର ଶିକାର ହୁଅନ୍ତି। କିନ୍ତୁ ସେମାନେ ମୃତ୍ୟୁ ମୁଖରୁ ବଞ୍ଚିକି ଆସିଥାନ୍ତି। ମାତ୍ର ବାସ୍ତବ ଜୀବନରେ ନନେକ କଳାକାରଙ୍କ ସହିତ...


