E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସଞ୍ଜୟ ସବୁବେଳେ ନିଜ ରୁମ୍‌ରେ ରହୁଥିବାରୁ, ନର୍ଗିସ କହିଥିଲେ ଏଭଳି
12:44 pmJune 2, 2021

ମୁମ୍ବାଇ: ହିନ୍ଦି ସିନେମା ଚଳଚ୍ଚିତ୍ର ଜଗତରେ ଅଭିନେତ୍ରୀ ନର୍ଗିସ ଦତ୍ତ ହେଉଛନ୍ତି ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ଖୁବ୍‌ କମ୍‌ ବୟସରେ ସେ ଶିଶୁ କଳାକାର ଭାବେ ଅଭିନୟ କ୍ଷେତ୍ରରେ ଡେବ୍ୟୁ କରିଥିଲେ। ସେ ଆଜି ଏହି ଦୁନିଆରେ ନାହାନ୍ତି ସତ, କିନ୍ତୁ ତାଙ୍କ ଶ୍ରେଷ୍ଠ ଅଭିନୟର ଯାଦୁ ଏବେ ବି ଲୋକଙ୍କ ହୃଦୟରେ ଜିବୀତ ହୋଇ ରହିଛି। ନର୍ଗିସ ବଲିଉଡ୍‌ରେ ଗୋଟିଏ ପରେ ଗୋଟିଏ ସୁପରହିଟ୍‌ ପିଲ୍ମ ଦେଇ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ତେବେ ତାଙ୍କର ବ୍ୟକ୍ତିଗତ ଜିବନୀ କଥା କହିବାକୁ ଗଲେ ପୁଅ ସଞ୍ଜୟ ଦତ୍ତଙ୍କ ସହ ନର୍ଗିସ ସ୍ପେଶାଲ ବଣ୍ଡ୍‌ ଶେୟାର କରିଥାନ୍ତି। ନର୍ଗିସଙ୍କୁ କ୍ୟାନସର ଥିବାରୁ ବହୁ କମ୍‌ ସମୟରେ ତାଙ୍କର ଦେହାନ୍ତ ଘଟିଥିଲା।

ସଞ୍ଜୟଙ୍କୁ ଯେତେବେଳେ ୨୨ବର୍ଷ ହୋଇଥିଲା ସେତେବେଳେ ମା’ ନର୍ଗିସ ତାଙ୍କୁ ଛାଡ଼ି ଚିରନିଦ୍ରାକୁ ପଳାଇଥିଲେ। ଜୁନ ୧ରେ ନର୍ଗିସଙ୍କ ଜନ୍ମଦିନ ଅବସରରେ ପୁଅ ସଞ୍ଜୟ ଦତ୍ତ ଓ ଝିଅ ନମ୍ରତା ତାଙ୍କୁ ମନେପକାଇଛନ୍ତି। ଏହି ଅବସରରେ ଭଉଣୀ ନମ୍ରତା ସଞ୍ଜୟଙ୍କ ବାୟୋଗ୍ରାଫି ବିଷୟରେ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ସେ କହିଛନ୍ତି, ପିଲାଦିନେ ସଞ୍ଜୟଙ୍କ ସହ ନର୍ଗିସ କଠୋର ହେବାକୁ ଚେଷ୍ଟା କରନ୍ତି, କିନ୍ତୁ ଶେଷରେ ତାଙ୍କର ସବୁ ଡିମାଣ୍ଡକୁ ପୂରଣ କରିଥାନ୍ତି। ଥରେ ନର୍ଗିସ ସଞ୍ଜୟଙ୍କୁ ନେଇ ଚିନ୍ତିତ ଥିବା ବେଳେ ତାଙ୍କ ମନକୁ ଏକ ଭ୍ରାନ୍ତ ଧାରଣା ଆସିଥିଲା। ଯେତେବେଳେ ସାଙ୍ଗମାନେ ଘରକୁ ଆସନ୍ତି ସେତେବେଳେ ସଞ୍ଜୟ ରୁମ୍‌ ବନ୍ଦ କରିକି ରଖିଥାନ୍ତି ବୋଲି ମା’ ତାଙ୍କ ସାଙ୍ଗକୁ କହିଥିଲେ। ଏଥିସହ ସେ ତାଙ୍କ ସାଙ୍ଗକୁ କହିଥିଲେ, ଏଥିରେ କିଛି ବଡ଼ ରହସ୍ୟ ଅଛି କି, ଆଶା କରୁଛି ସେ ସମଲିଙ୍ଗୀ ନ ହୋଇଥାଉ। ତେବେ ମା’ଙ୍କ ଏଭଳି ଭାବନାରେ ନମ୍ରତା ମଧ୍ୟ ସେହି ସମୟରେ ଚକିତ ହୋଇପଡ଼ିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ...

ଦୁଇଦୁଇ ଥର ମୃତ୍ୟୁକୁ ଅତି ପାଖରୁ ଦେଖିଛନ୍ତି ଏହି ଅଭିନେତ୍ରୀ

ଫିଲ୍ମରେ ଅଭିନେତ୍ରୀମାନେ ଅନେକଥର ଗୁରୁତର ଦୁର୍ଘଟଣାର ଶିକାର ହୁଅନ୍ତି। କିନ୍ତୁ ସେମାନେ ମୃତ୍ୟୁ ମୁଖରୁ ବଞ୍ଚିକି ଆସିଥାନ୍ତି। ମାତ୍ର ବାସ୍ତବ ଜୀବନରେ ନନେକ କଳାକାରଙ୍କ ସହିତ...

ଗର୍ଭବତୀ ଥିବା ଏହି ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ଜଣେ ଅଭିନେତା

ଫିଲ୍ମ ‘ବଧାଇ ହୋ’ ସହିତ ଦୀର୍ଘ ସମୟ ପରେ ସିନେମାକୁ ଫେରିଥିବା ନୀନା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ...

କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି।...

ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍‌ ଦେଖାଇଲେ ହେବନି; ମଣିଷ ହେବା ଲାଗି…’

ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍‌ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି...

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍‌ପ୍ରେସର...

ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍‌: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍‌କୁ ଆସ’; ପୁରା ଘଟଣା କିଛି…

ବମ୍ବେ: ଏକଦା କଟ୍ରିନା କୈଫ-ସଲମାନ ଖାନଙ୍କୁ ବଲିଉଡର ଲୋକପ୍ରିୟ ଯୋଡ଼ି ମଧ୍ୟରେ ଗଣାଯାଉଥିଲା। ‘ମୈନେ ପ୍ୟାର କ୍ୟୁ କିୟା’ରେ ସଲମାନଙ୍କ ସହ ଅଭିନୟ କରିବା ପରେ...

ଜାମିନ୍‌ରେ ମୁକୁଳି କରନ୍‌ଙ୍କ ପାଲଟା ଅଭିଯୋଗ: ମୋତେ ଫସାଇବା ପାଇଁ ସ୍ତ୍ରୀ ନିଜେ କାନ୍ଥରେ ନିଜ ମୁଣ୍ଡ ପିଟିଥିଲେ, ପରିବାରକୁ…

ବମ୍ବେ: ବିବାହର ୯ ବର୍ଷ ପରେ ସମ୍ପର୍କରେ ଫାଟ ନେଇ ନାନାଦି ଚର୍ଚ୍ଚା ପରେ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି କଥା। ଆମେ କଥା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍‌: ଗାଡି ରୋକିଲା ପୋଲିସ
Next Post Next post:
ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts